ଇଂରାଜୀ ଲିଙ୍କ୍ ଲାଙ୍ଗୁଏଜ୍ ହୋଇପାରେ, କିନ୍ତୁ ମାତୃଭାଷାର ବିକଳ୍ପ ହୋଇପାରିବ ନାହିଁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଇଂରାଜୀ ଭାଷା ଲିଙ୍କ୍ ଲାଙ୍ଗୁଏଜ୍ ହୋଇପାରେ, କିନ୍ତୁ ମାତୃଭାଷାର ବିକଳ୍ପ ହୋଇପାରିବ ନାହିଁ । ଆଜିକାଲି ପିଲାମାନେ ଇଂରାଜୀ ଭାଷାକୁ ଯୋଗାଯୋଗର ଏକ ମାଧ୍ୟମ ଭାବେ ବ୍ୟବହାର ନକରି, ଇଂରାଜୀ କହିବାକୁ ଏକ ଫେସନ୍ ଭାବେ ଗ୍ରହଣ କରୁଛନ୍ତି । ଇଂରାଜୀ ମିଡିଅମ୍ରେ ପଢୁଥିବା ଅନେକ…