Latest Odisha News

BREAKING NEWS

Yearly Archives

2024

ବିଜେଡିର ମିଶ୍ରଣ ପର୍ବ: ଶଙ୍ଖ ଫୁଙ୍କିଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର

ଭୁବନେଶ୍ୱର: ଶଙ୍ଖ ଭବନରେ ଆଜି ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ରଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଇଛନ୍ତି । ଏହି ଅବସରରେ…

ଗୁଣୁପୁରରୁ ନବୀନ ସରକାର ଉପରେ ବର୍ଷିଲେ ସାଂସଦ ବିପ୍ଳବ କୁମାର ଦେଓ

ଗୁଣୁପୁର: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଗୁଣୁପୁରରେ ଭାରତୀୟ ଜନତା ପାର୍ଟି ତରଫରୁ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କର୍ମୀ ସମ୍ମିଳନୀରେ ତ୍ରିପୁରାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ବିପ୍ଳବ କୁମାର ଦେଓ ଯୋଗଦେଇ ନବୀନ ସରାକର ଓ 5-ଟି ଅଧ୍ୟକ୍ଷ ତଥା…

କର୍ଣ୍ଣାଟକ ସେକ୍ସ ସ୍କାଣ୍ଡାଲ: ଏଚଡି ରେଭନ୍ନାଙ୍କୁ ଗିରଫ କଲା ଏସିଆଇଟି

ବେଙ୍ଗାଲୁର: ବହୁ ଚର୍ଚ୍ଚିତ କର୍ଣ୍ଣାଟକ ସେକ୍ସ ସ୍କାଣ୍ଡାଲ ଘଟଣାରେ ଶନିବାର କର୍ଣ୍ଣାଟକ ପୋଲିସର ଏସଆଇଟି ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବଗୌଡାଙ୍କ ପୁଅ ତଥା ଜେଡିଏସ ନେତା ଏଚଡି ରେଭନ୍ନାଙ୍କୁ ଗିରଫ କରିଛି । ଦେବଗୌଡାଙ୍କ ପଦ୍ମନାଭନଗରରେ ଥିବା ବାସଭବନରେ ପୋଲିସ ପଂହଚି ଗିରଫ କରିଥିଲା ।…

ବାୟୁସେନା ବାହନ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ: ୫ ଯବାନ ଆହତ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପୁଂଛରେ ଆତଙ୍କବାଦୀମାନେ ବାୟୁସେନା ବାହନ ଉପରେ ଆକ୍ରମଣ କରିଛନ୍ତି । ସୁରାନକୋଟରେ ୨ଟି ଗାଡିରେ ଯାଉଥିବା ଯବାନମାନଙ୍କ ଉପରକୁ ଆତଙ୍କବାଦୀମାନେ ଗୁଳିମାଡ କରିଥିଲେ । ଏଥିରେ ୫ଜଣ ଯବାନ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଗତ…

ୟୁନିସେଫ୍ ର ଭାରତର ନ୍ୟାସନାଲ ଆମ୍ବାସାଡାର ହେଲେ କରୀନା

ନୂଆଦିଲ୍ଲୀ: ୟୁନିସେଫ୍ ର ଭାରତର ନ୍ୟାସନାଲ ଆମ୍ବାସାଡାର ହେଲେ ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ । ୨୦୧୪ ରୁ କରୀନା ୟୁନିସେଫ୍ ସହ ଜଡିତ ଅଛନ୍ତି । ତାଙ୍କୁ ବ୍ରାଣ୍ଡ ଆମ୍ବାସାଡାର ଭାବେ ନିଯୁକ୍ତ କରାଯିବା ପରେ ସେ ବହୁତ ଖୁସି ଥିବା ଦେଖିବାକୁ ମିଳିଛି । ସେ ତାଙ୍କର ସୋସିଆଲ ମିଡିଆ…

ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କେନ୍ଦୁଝର ଲୋକସଭା ପ୍ରାର୍ଥୀ ବିନୋଦ ବିହାରୀ ନାୟକ

କେନ୍ଦୁଝର :ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ବିନୋଦ ବିହାରୀ ନାୟକ । ଆଜି କେନ୍ଦୁଝର ଜିଲ୍ଲା ଲୋକସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ବିନୋଦ ବିହାରୀ ନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏକ ବିଶାଳ ଶୋଭାଯାତ୍ରାରେ ସମର୍ଥକ ଓ ଦଳୀୟ ନେତା ମାନଙ୍କ ସହ  …

ରୋହିତ ଶର୍ମା ଆଘାତପ୍ରାପ୍ତ !

ମୁମ୍ବାଇ: ଟି୨୦ ବିଶ୍ୱକପ କ୍ରିକେଟ ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଆଘାତପ୍ରାପ୍ତ ହୋଇଥିବ ଖବର ପ୍ରଶଂସକଙ୍କୁ ବ୍ୟସ୍ତ କରାଇଛି । ଜୁନ ୧ରୁ ଆମେରିକା ଓ ୱେଷ୍ଟଇଣ୍ଡିଜରେ ବିଶ୍ୱକପ ଖେଳାଯିବ । ଏଥିପାଇଁ ଭାରତୀୟ ଦଳର ଘୋଷଣା ମଧ୍ୟ କରାଯାଇ ସାରିଛି । ତେବେ କେକେଆର…

ଓଡ଼ିଶା ଭଳି ରାଜ୍ୟର ନେତା, ତା ନିଜ ମାଟିର ପୁଅ ହୁଅନ୍ତୁ; ଜୟଶଙ୍କର

ଭୁବନେଶ୍ବର: ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ୨ ଦିନିଆ ଓଡିଶା ଗସ୍ତରେ ଆସି ଶନିବାର ଭୁବନେଶ୍ବରରେ ପହଞ୍ଚିଛନ୍ତି । ଏହାପରେ ସେ ବିଭିନ୍ନ ଗଣମାଧ୍ୟମର ଏଡିଟରଙ୍କୁ ସାକ୍ଷାତ କରିବା ସହିତ ପ୍ରେସମିଟ କରିଛନ୍ତି । ଜୟଶଙ୍କର କହିଛନ୍ତି- ଭାରତ ପାଇଁ ଏକ ଶକ୍ତିଶାଳୀ ସରକାର ସହ ଏକ ଶକ୍ତିଶାଳୀ…

ନାମାଙ୍କନ ଦାଖଲ କଲେ କଂଗ୍ରେସ ପାର୍ଥୀ ସୁଜିତ ମହାପାତ୍ର

ପୁରୀ: ଆଜି ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ପାର୍ଥୀ ସୁଜିତ ମହାପାତ୍ର ନାମାଙ୍କନ ପତ୍ର ଦାଖଲ କରିଛନ୍ତି l ପୁରୀ ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଆଗାମୀ ଦିନରେ ପୁରୀ ବାସିନ୍ଦା ତାଙ୍କୁ ଭୋଟ ଦେଇ ଜୟଯୁକ୍ତ କରିବେ ବୋଲି ମତ ରଖିଛନ୍ତି ସୁଜିତ୍…

ନାମାଙ୍କନ ଭରିଲେ ଉପାସନା; କହିଲେ, ବ୍ରହ୍ମଗିରି ଲୋକଙ୍କ ସ୍ୱର ହେବି

ପୁରୀ: ପୁରୀ ୧୦୮ ବ୍ରହ୍ମଗିରି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଲୁଲୁ ତନୟା ଉପାସନା ମହାପାତ୍ର । ରିଟର୍ଣ୍ଣିଂ ଅଫିସର ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କଲେ । ନିଜର ହଜାର ହଜାର ଶୁଭେଚ୍ଛୁ ଓ ସମର୍ଥକଙ୍କ ସହ ନିଜ ଗାଁ ଗଡରୋଡଙ୍ଗରେ ମାଆ କନକ…