Latest Odisha News

BREAKING NEWS

Yearly Archives

2024

ନିର୍ବାଚନ ବେଳେ ରାହୁଲଙ୍କୁ ପାକିସ୍ତାନର ପୂର୍ବତନ ମନ୍ତ୍ରୀଙ୍କ ପ୍ରଶଂସା, କଡା ଜବାବ ଦେଲା ବିଜେପି

ଇସଲାମାବାଦ: ପାକିସ୍ତାନରେ ଇମ୍ରାନ ଖାନଙ୍କ କ୍ୟାବିନେଟର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ରାହୁଲ ଗାନ୍ଧୀଙ୍କ ଏକ ଭିଡିଓ ସେୟାର କରିବା ସହ କଂଗ୍ରେସ ନେତାଙ୍କୁ ପ୍ରଶଂସା କରିବା ପରେ ବିଜେପି ବୁଧବାର କଂଗ୍ରେସ ଉପରେ ଆକ୍ରମଣ କରିଛି। ବିଜେପିର…

ସାଧାରଣ ନିର୍ବାଚନ ୨୦୨୪: ବିଜେପୁର ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କଲେ ବିଭିନ୍ନ ଦଳର ପ୍ରାର୍ଥୀ

ବରଗଡ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ୨୬ ଏପ୍ରିଲ ରୁ ଆରମ୍ଭ ହୋଇଯାଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ଏହାର ଶେଷ ତାରିଖ ମେ' ମାସ ୩ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ ହୋଇଛି । ତେବେ ଆଜି (ବୁଧବାର) ନାମାଙ୍କନ ପତ୍ର ଦାଖଲର ଷଷ୍ଠ ଦିନରେ ବିଭିନ୍ନ ଦଳର ପ୍ରାର୍ଥୀ ନିଜର ନାମାଙ୍କନ ଭରିଛନ୍ତି…

ମମତାଙ୍କ ଦଳ ଖରାପ? ଅଧୀର ରଞ୍ଜନ କହିଲେ ଟିଏମସିକୁ ଭୋଟ୍ ଦେବା ଅପେକ୍ଷା ବିଜେପିକୁ ଦେବା ଭଲ

କୋଲକାତା: ବରିଷ୍ଠ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି କହିଛନ୍ତି ଯେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା ବିଜେପିକୁ ଭୋଟ୍ ଦେବା ଭଲ। ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ ତଥା ବହରାମପୁର ଲୋକସଭା ପ୍ରାର୍ଥୀ ଅଧୀର…

ଟି୨୦ ବିଶ୍ୱକପ: ଏବେ ବି ରିଙ୍କୁ, ରାହୁଲ, ରିତୁରାଜଙ୍କ ନିକଟରେ ରହିଛି ସୁଯୋଗ

ନୂଆଦିଲ୍ଲୀ: ଆଇସିସି ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ଭାରତୀୟ ଦଳର ଘୋଷଣା କରାଯାଇଛି । ୧ ଜୁନରୁ ୨୯ ପର୍ଯ୍ୟନ୍ତ ଏହା ଆମେରିକା ଓ ୱେଷ୍ଟଇଣ୍ଡିଜରେ ଆୟୋଜିତ ହେବ । ଘୋଷିତ ଦଳରେ ରିଙ୍କୁ ସିଂ, କେଏଲ ରାହୁଲ, ରିତୁରାଜ ଗାଏକ୍ୱାଡ ଓ ଈଶାନ କିଶାନଙ୍କ ପରି ଖେଳାଳିଙ୍କୁ ସୁଯୋଗ ମିଳିନି । ତେବେ…

ଥାନା ପରିସରରେ ପଡ଼ି ରହିଥିବା ଶହ ଶହ ଗାଡିର ହେଲା ନିଲାମ

ଭୁବନେଶ୍ୱର: ବୁଧବାର ଭୁବନେଶ୍ୱର ପୁଲିସ ବିଭିନ୍ନ ଥାନା ପରିସରରେ ପରିତ୍ୟକ୍ତ ହୋଇ ପଡ଼ିଥିବା ବହୁ ସଂଖ୍ୟକ ଗାଡ଼ିକୁ ଉଚ୍ଛେଦ କରିଛି। ସମୟ କ୍ରମେ ଦାବି ବିହୀନ ହୋଇ ପଡ଼ିଥିବା ଏହି ଗାଡି ଗୁଡ଼ିକ କେବଳ ଜାଗା ନେଉନଥିଲା ବରଂ ଷ୍ଟେସନ ପରିବେଶରେ ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରୁଥିଲା।…

କଂଗ୍ରେସରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ ଦୁଲାଲ, ବଦଳିଯିବ କଂଗ୍ରେସର ଗଣିତ?

ସମ୍ବଲପୁର: ଦୁଇ ଦିନ ପୂର୍ବେ କଂଗ୍ରେସ ଛାଡିଥିଲେ ଆଜି ବିଜେପିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ । ସମ୍ବଲପୁର ଲୋକସଭା ପାଇଁ ପ୍ରଥମେ ଦୁଲାଲ ପ୍ରଧାନଙ୍କୁ ଟିକେଟ୍ ଦେଇଥିଲା କଂଗ୍ରେସ । ହେଲେ ପରେ ସେ ଏହାକୁ ଫେରାଇ ନେଇ ନଗେନ୍ଦ୍ର ପ୍ରଧାନଙ୍କୁ ପ୍ରାର୍ଥୀ…

ନବୀନଙ୍କ ଗଡ଼ରେ ମୋଦୀ କରିବେ ଦଳୀୟ ପ୍ରାର୍ଥୀ ପାଇଁ ପ୍ରଚାର, କ’ଣ ରହିଛି ନିର୍ବାଚନ ଗଣିତ?

ଭୁବନେଶ୍ୱର: ଓଡ଼ିଶାରେ ନିଜର ପ୍ରଦର୍ଶନ ଭଲ କରିବାକୁ ଯାଇ ଦକ୍ଷିଣ ଓଡ଼ିଶା ଉପରେ ଚଳିତଥର ଫୋକସ କରିଛି ବିଜେପି। ବିଜେଡିର ଗଡ଼ କୁହାଯାଉଥିବା ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁର ଉପରେ ବିଜେପି ଆଖି ପକାଇଛି। ଯେଉଁଠୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ପ୍ରତିନିଧିତ୍ବ କରୁଛନ୍ତି। ଯେତେବେଳେ…

ବିଜେପିକୁ ଶକ୍ତ ଝଟକା: ବିଜେଡିରେ ମିଶିଲେ ଅମୀୟ ଦାଶ

ଭୁବନେଶ୍ୱର: ବିଜେପିକୁ ଶକ୍ତ ଝଟକା । ବିଜେପି ଛାଡ଼ି ବିଜେଡିରେ ମିଶିଲେ ବରିଷ୍ଠ ନେତା ଅମୀୟ ଦାଶ । ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ଯୋଗଦେଲେ ଅମୀୟ । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ…

ବାପାର କଟୁରୀ ଚୋଟରେ ପୁଅର ମୃତ୍ୟୁ, ବାପ ଗୁରୁତର

ଭଦ୍ରକ: ପାରିବାରିକ କଳହର କରୁଣ ପରିଣତି । ବାପ ପୁଅ ଝଗଡ଼ା ଭିତରେ ବାପର କଟୁରୀ ଚୋଟରେ ଚାଲିଗଲା ପୁଅର ଜୀବନ । ବାପା ଗୁରୁତର ଅବସ୍ଥାରେ କଟକ ଏସିସିବିକୁ ସ୍ଥାନାନ୍ତରିତ । ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ବନ୍ତ ଥାନା ଗୋବିନ୍ଦପୁର ପଂଚାୟତ ଅଧିନ ସୁନା ଗଢିଆ ଗାଁରେ ।…

ଇଂଲଣ୍ଡର ଏହି ଖେଳାଳି କହିଲେ ଭାରତ ସେମିକୁ ବି ଯାଇ ପାରିବନି

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ କ୍ରିକେଟ ପାଇଁ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତୀୟ ଦଳ ଘୋଷଣା କରାଯାଇଛି । ଭାରତର ବିଶ୍ୱକପ ଜିତିବା ସମ୍ଭାବନା ଅଧିକ ଥିବା ବେଳେ ଇଂଲଣ୍ଡର ପୂର୍ବତନ ବ୍ୟାଟ୍ସମ୍ୟାନ କିନ୍ତୁ ଏକ ନୈରାଶ୍ୟଜନକ ଆକଳନ କରିଛନ୍ତି । ମହାନ ଖେଳାଳି ମାଇକେଲ ଭନ ଭାରତ ସେମିଫାଇନାଲକୁ…