ପୂର୍ବତନ ସାଂସଦ ଧନଞ୍ଜୟ ସିଂଙ୍କୁ ମିଳିଲା ଜାମିନ, ହେଲେ ନିର୍ବାଚନ ଲଢିବାକୁ ମନା
ଲକ୍ଷ୍ନୌ: ଆହ୍ଲାବାଦ ହାଇକୋର୍ଟ ଜୌନପୁରର ପୂର୍ବତନ ସାଂସଦ ଧନଞ୍ଜୟ ସିଂଙ୍କୁ ଜାମିନ ପ୍ରଦାନ କରିଛନ୍ତି । କିନ୍ତୁ ସେ ନିର୍ବାଚନ ଲଢ଼ି ପାରିବେ ନାହିଁ ବୋଲି ଜାମିନ ଆବେଦନ ଉପରେ ହାଇକୋର୍ଟ ଏହି ରାୟ ଦେଇଛନ୍ତି । ତାଙ୍କ ଦଣ୍ଡାଦେଶ ଶୁଣାଣି କରିବାକୁ କୋର୍ଟ ମନା କରି ଦେଇଛନ୍ତି । ଏହି କାରଣରୁ…