Latest Odisha News

BREAKING NEWS

Yearly Archives

2024

ବିଚ୍ ରାସ୍ତାରେ ଜେଡିୟୁ ନେତାଙ୍କୁ ଗୁଳି ମାରି ହତ୍ୟା

ପାଟନା: ବିହାରର ରାଜଧାନୀ ପଟନାରେ ଚାଞ୍ଚଲ୍ୟ। ବିଚ୍ ରାସ୍ତା ଉପରେ ଜେଡିୟୁ ନେତାଙ୍କୁ ଗୁଳି ମାରି ହତ୍ୟା। ପୁନପୁନ ବଜାରରେ ଆଜି ଭୋରରୁ ଘରକୁ ଫେରୁଥିଲେ ଜେଡିୟୁ ନେତା ସୌରଭ କୁମାର୍ ଓ ତାଙ୍କ ବନ୍ଧୁ। ଏହି ସମୟରେ ଦୁଇଟି ବାଇକରେ ୪ ଜଣ ଆସି ଅତର୍କିତ ଭାବେ ଗୁଳି ଚଲାଇଥିଲେ। ଗୁଳି ବିନିମୟରେ…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ୫୬ ଜଣ ପ୍ରାର୍ଥୀ ହାସଲ କଲେ ୧୦୦ ପ୍ରତିଶତ ସ୍କୋର

ନୂଆଦିଲ୍ଲୀ: ଜାତୀୟ ପରୀକ୍ଷା ଏଜେନ୍ସି (NTA) ବୁଧବାର ଇଞ୍ଜିନିୟରିଂ ଆଡମିଶନ ପାଇଁ ଜେଇଇ ମେନ୍‌ (JEE-Mains) ପରୀକ୍ଷାର ଫଳାଫଳ ପ୍ରକାଶ କରିଛି। ଫଳସ୍ୱରୂପ ୫୬ ଜଣ ପ୍ରାର୍ଥୀ ୧୦୦ ପ୍ରତିଶତ ସ୍କୋର କରିଛନ୍ତି। ଏଥିମଧ୍ୟରୁ ଅଧିକାଂଶ ତେଲେଙ୍ଗାନାର ବୋଲି କୁହାଯାଉଛି। ନ୍ୟାସନାଲ ଟେଷ୍ଟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ସାକାର ଓ ନିରାକାର

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ । ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କୁ ସାକାର ଓ ନିରାକାର, ସଗୁଣ ଓ ନିର୍ଗୁଣ, ସବିଶେଷ ଓ ନିର୍ବିଶେଷ, ବ୍ୟକ୍ତ ଓ ଅବ୍ୟକ୍ତ, ନିତ୍ୟ ଓ ଅନିତ୍ୟ ଏଭଳି ଅନେକ ଭାବରେ ଆମେ ଜାଣିବାକୁ ଚେଷ୍ଟା କରିଛେ।…

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ମତଦାନ, ୩ଟି ରାଜ୍ୟର ୮୯ଟି ଆସନରେ ପଡ଼ିବ ଭୋଟ୍

ନୂଆଦିଲ୍ଲୀ: ଆସନ୍ତାକାଲି ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ। ମହାଯୁଦ୍ଧ ପାଇଁ ଗତକାଲି ପ୍ରଚାର ଲଢ଼େଇ ଥମିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟ ଭୋଟ୍ ପାଇଁ ପୋଲିଂ ଷ୍ଟେସନ୍ ଗୁଡ଼ିକରେ ପହଞ୍ଚିବାରେ ଲାଗିଛନ୍ତି ପୋଲିଂ କର୍ମଚାରୀ। ଆସନ୍ତାକାଲି ୧୩ଟି ରାଜ୍ୟର ୮୯ଟି ଆସନରେ ପଡ଼ିବ ଭୋଟ୍।…

ଆହୁରି ୧୦ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମ ପ୍ରବାହ, ମେ’୪ ଯାଏଁ ନାହିଁ ନିସ୍ତାର

ଭୁବନେଶ୍ୱର: ଲଗାତାର ୧୦ ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଉଥିବା ଓଡ଼ିଶାବାସୀ ଆହୁରି ୧୦ ଦିନ ଗରମରେ ଛଟପଟ ହେବେ। ଆଗକୁ ଆହୁରି ଜଳିବେ, ସିଝିବେ ଏ ନିଆଁ ମାଡ଼ରେ। ଆଶା ଥିଲା ଏହି କାଳବୈଶାଖୀ ଯୋଗୁଁ ପାଗରେ ପରିବର୍ତ୍ତନ ଆସିବ। କିନ୍ତୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ…

ଆଜି ଆସୁଛନ୍ତି ଅମିତ ଶାହ, ସୋନପୁର ସଭାରେ କରିବେ ଭୋଟଭିକ୍ଷା

ଭୁବନେଶ୍ୱର: ଆଜି ଓଡ଼ିଶା ଆସି ପ୍ରଚାର କରିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସୋନପୁରରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗ ଦେବେ ଶାହ । ଏଥର ଓଡ଼ିଶା ଦଖଲ ପାଇଁ ରାଜ୍ୟ ବିଜେପିକୁ ମନ୍ତ୍ର ଦେବା ସହ ନିର୍ବାଚନ ବିଗୁଲ୍‌ ଫୁଙ୍କିବେ। ପ୍ରଚାର ପାଇଁ ଶାହଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ…

ଦିଗପହଣ୍ଡିରେ ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରାର୍ଥୀପତ୍ର ଦାଖଲର ଶେଷଦିନ । ଏହି ସମୟରେ ଆଜି ଦିଗପହଣ୍ଡି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ବଦଳାଇଛି ଭାରତୀୟ ଜାତୀୟ କଂଗ୍ରେସ । ଆଜି ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ କାଟିଛି ଦଳ । ତାଙ୍କ ବଦଳରେ…

ଖାରବେଳ ଭବନ ସମ୍ମିଳନୀ କକ୍ଷରେ ପ୍ରବର୍ତ୍ତନ ସଂସ୍ଥାମାନଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ସ୍ୱଚ୍ଛ ଓ ମୁକ୍ତ ନିର୍ବାଚନ ନେଇ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଭୁବନେଶ୍ୱର ଖାରବେଳ ଭବନର ସମ୍ମିଳନୀ କକ୍ଷରେ ବୈଠକ ଆୟୋଜିତ ହୋଇଯାଇଛି । ଏଥିରେ ସାଧାରଣ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ଯୋଗେନ୍ଦ୍ର ତ୍ରିପାଠୀ (ଅବସରପ୍ରାକ୍ତ ଭାରତୀୟ ପ୍ରଶାସନିକ…

ଆପ୍ ର ମିଶ୍ରଣ ପର୍ବ: କଂଗ୍ରେସ ଛାଡି ଦଳରେ ଯୋଗଦେଲେ ବିଶିଷ୍ଟ ସମାଜସେବୀ ଡ. ଅରୁନ ନାୟକଙ୍କ ସହ ବହୁ ନେତା ଓ କର୍ମୀ

ଭୁବନେଶ୍ବର: କଂଗ୍ରେସ ଛାଡି ଆମ୍ ଆଦମୀ ପାର୍ଟିରେ ଯୋଗ ଦେଲେ ବିଶିଷ୍ଟ ସମାଜସେବୀ ଡ. ଅରୁନ କୁମାର ନାୟକଙ୍କ ସହ ବହୁ ନେତା ଓ କର୍ମୀ । ଆଜି ରାଜ୍ୟ ସଭାପତି ନିଶାକାନ୍ତ ମହାପାତ୍ର, ଖୋର୍ଦ୍ଧା ଜିଲ୍ଲା ସଭାପତି ସୁବାଶିଷ ସ୍ବାଇଁ, କଟକ ଜିଲ୍ଲା ସଭାପତି ଦୁର୍ଗାଦାସ, ଭୁବନେଶ୍ବର ସଭାପତି…

ଆଇସିସି ଟି୨୦ ବିଶ୍ୱକପର ବ୍ରାଣ୍ଡଆମ୍ବାସଡର ହେଲେ ଉସେନ ବୋଲ୍ଟ

ନୂଆଦିଲ୍ଲୀ: ଜାମାଇକାର ଷ୍ଟାର ଆଥଲେଟ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି୨୦ ବିଶ୍ୱକପ କ୍ରିକେଟର ବ୍ରାଣ୍ଡ ଆମ୍ବାସଡର ହୋଇଛନ୍ତି । ୧୦୦ ଓ ୨୦୦ ମିଟରର ଏହି ବିଶ୍ୱରେକର୍ଡଧାରୀ ଦ୍ରୁତତମ ଧାବକ ଏ ନେଇ ନିଜକୁ ଗୌରବାନ୍ୱିତ ମନେ କରିଛନ୍ତି । ସେ ସ୍ପଷ୍ଟ କରିଛନ୍ତି ଯେ, ସେ ୱେଷ୍ଟଇଣ୍ଡିଜ ଟିମକୁ…