ମଝି ଆକାଶରେ ପରସ୍ପର ସହ ଧକ୍କା ହେଲା ୨ ନୌସେନା ହେଲିକପ୍ଟର, ୧୦ ମୃତ
କ୍ବାଲାଲାମପୁର: ମାଲେସିଆ ମଝି ଆକାଶରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ୨ଟି ହେଲିକପ୍ଟର ପରସ୍ପର ସହ ଧକ୍କା ହୋଇଛି । ଫଳରେ ଏଥିରେ ୧୦ ଜଣଙ୍କ ର ମୃତ୍ୟୁ ଘଟିଛି ବୋଲି ନୌସେନା ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ।
ସୂଚନା ଅନୁସାରେ, ନୌସେନା ପରେଡ୍ ପାଇଁ ସମରାଭ୍ୟାସ…