ରୋଷେଇ ଏବଂ ଘରୋଇ ବ୍ୟବହୃତ ସାମଗ୍ରୀରେ ରହିଛି କ୍ୟାନସର କାରକ!
ନୂଆଦିଲ୍ଲୀ: କର୍କଟ ଏକ ସାଧାରଣ ରୋଗ ହୋଇଗଲାଣି। ବିଶ୍ୱସ୍ତରରେ ଏହି ମାରାତ୍ମକ ରୋଗର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଜୀବନଶୈଳୀର କାରଣ ଯେପରିକି ଖାଦ୍ୟ, ନିଷ୍କ୍ରିୟତା ଏବଂ ପ୍ରଦୂଷିତ ପରିବେଶର ସଂସ୍ପର୍ଶରେ ଆସିବା କର୍କଟ ରୋଗର ପ୍ରାଥମିକ କାରଣ ଅଟେ।
ଜାତୀୟ ଗଣମାଧ୍ୟମ…