ତତଲା କଡେଇରେ ଭାଜି ହେଉଛି ଓଡିଶା, ଆଜି ବି ସବୁଠୁ ଉତ୍ତପ୍ତ ବାରିପଦା
ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ଓଡିଶା । ସକାଳୁ ସକାଳୁ ଅସହ୍ୟ ଗରମରେ ରଜ୍ୟର ବିଭିନ୍ନ ସହର ଏବେ କଲବଲ ହେଉଛି । ସକାଳ ସାଢ଼େ ୮ଟା ସୁଦ୍ଧା ବାରିପଦା ସବୁଠାରୁ ଉତ୍ତପ୍ତ ସହର ଭାବରେ ରେକର୍ଡ କରାଯାଇଛି । ଗତକାଲି ତାତିରେ ଦେଶରେ ପ୍ରଥମ ତଥା ଏସିଆ ମହାଦେଶରେ ତୃତୀୟ ସ୍ଥାନରେ ରହିଥିବା …