ଲିପଷ୍ଟିକ ଲଗାଉଥିଲେ ହୋଇଯାଆନ୍ତୁ ସାବଧାନ, ନଚେତ…
ଭୁବନେଶ୍ବର: ପ୍ରତ୍ୟେକ ମହିଳା ସୁନ୍ଦର ଦେଖା ଯିବା ପାଇଁ ନିଜକୁ ସଜାଇ ଥାଆନ୍ତି, ଏଥିପାଇଁ ବିଭିନ୍ନ ପ୍ରକାର ରାସାୟନିକ ସାମଗ୍ରୀ ର ବ୍ୟବହାର କରିଥାନ୍ତି । ସେହିସବୁ ମଧ୍ୟରୁ ଲିପଷ୍ଟିକ ସମସ୍ତଙ୍କର ପ୍ରିୟ ସାମଗ୍ରୀ । ମେକଅପ ହୋଇଥିବା ମୁହଁର ସୌନ୍ଦର୍ଯ୍ୟକୁ ଲିପଷ୍ଟିକ ଦ୍ବିଗୁଣିତ କରିଥାଏ…