ବିଜେପି ଛାଡି ବିଜେଡିରେ ମିଶିଲେ ବରିଷ୍ଠ ନେତା ବିଜୟ କେତନ ସ୍ୱାଇଁ
ଭୁବନେଶ୍ବର: ବିଜେପି ଛାଡି ବିଜେଡିରେ ମିଶିଲେ ବରିଷ୍ଠ ନେତା ବିଜୟ କେତନ ସ୍ୱାଇଁ । ଆଜି ଶଙ୍ଖ ଭବନରେ ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତି ରେ ବିଧିବଦ୍ଧ ଭାବେ ବିଜେଡ଼ି ରେ ଯୋଗଦେଲେ ।
୧୯୭୨ରୁ ବିଜୁ…