ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରିପ୍ରେକ୍ଷୀରେ ମୁଖ୍ୟ ନିର୍ବାଚନ ଅଧିକାରୀ କହିଲେ ଏପରି କଥା
ଭୁବନେଶ୍ୱର: ରାଜ୍ୟରେ ବିଧିବଦ୍ଧ ଭାବରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ (ସାମଗ୍ରିକ ଭାବରେ ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ଅବସରରେ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରେସ୍ବାର୍ତ୍ତା ଦେଇଛନ୍ତି।
ଏହି ଅବସରେ ସେ ଗଣମାଧ୍ୟମ…