ସଞ୍ଜୟ ମାଲହୋତ୍ରା ନୂଆ ଆରବିଆଇ ଗଭର୍ଣ୍ଣର ନିଯୁକ୍ତ
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ)ର ନୂଆ ଗଭର୍ଣ୍ଣ ଭାବେ ନିଯୁକ୍ତ ହୋଇଛନ୍ତି ସଞ୍ଜୟ ମାଲହୋତ୍ରା। ଦେଶର ରାଜସ୍ୱ ସଚିବ ଭାବେ କାମ କରୁଥିବା ଶ୍ରୀ ମାଲହୋତ୍ରା ଆସନ୍ତା ବୁଧବାରରୁ ଆରବିଆଇର ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିବେ। ଆସନ୍ତା ୩ ବର୍ଷ ପାଇଁ ସେ ଆରବିଆଇ…