ରାଜମୌଲିଙ୍କ ଫିଲ୍ମରେ ନଜର ଆସିବେ ଦଙ୍ଗଲ ହିରୋ
ମୁମ୍ବାଇ: ଦଙ୍ଗଲ ହିରୋ ଏବେ ବଡ ପରଦାରୁ ଦୂରରେ ଅଛନ୍ତି । ଅମୀର ଖାନ୍ ଲାଲ ସିଂ ଚଢା ଫିଲ୍ମ ଫ୍ଲପ୍ ହେବା ପରଠାରୁ ଏପର୍ଯ୍ୟନ୍ତ କୌଣସି ଫିଲ୍ମରେ ସାଇନ୍ କରିନାହାଁନ୍ତି । କିନ୍ତୁ ବର୍ତ୍ତମାନ ଯାହା ଖବର ରହିଛି, ଅମୀର ଖାନ ପ୍ରତିଷ୍ଠିତ ନିର୍ଦ୍ଦେଶକ ଏସ.ଏସ୍ ରାଜମୌଲିଙ୍କ ଆଗାମୀ…