ଖରାରେ ଖେଳିବା ମନା, ଆଉଟଡୋର ଖେଳ ଉପରେ କଟକଣା
ଭୁବନେଶ୍ଵର: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଆଉଟ୍ଡୋର୍ ଖେଳ ଉପରେ ଲାଗିଲା କଟକଣା । ଖରାରେ କ୍ରିକେଟ, ହକି, ଫୁଟବଲ ଆଦି ନଖେଳିବାକୁ ନିର୍ଦ୍ଦେଶ ଦେଲେ ଏସଆରସି । ବିଶେଷକରି ଦିନ ୧୧ଟାରୁ ୩ ଟା ପର୍ଯ୍ୟନ୍ତ ବାହାରକୁ ନବାହାରିବାକୁ ପରାମର୍ଶ ।ଏନେଇ କ୍ରୀଡ଼ା ବିଭାଗ ନିର୍ଦ୍ଦେଶକଙ୍କୁ ଚିଠି…