ପ୍ରବଳ ଗରମ: ୭ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କଲା
ଭୁବନେଶ୍ୱର: ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ତୀବ୍ର ହେବା ପରେ ମଙ୍ଗଳବାର ରାଜ୍ୟର ୭ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୧ ଡିଗ୍ରୀ ଛୁଇଁଛି। ୯ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି।
ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ପାଣିପାଗ ବୁଲେଟିନରେ…