ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ପୁଣି ମନ୍ଦିର ଭିତରେ ପଶିଲେ ବିଦେଶୀ
ପୁରୀ: ପୁରୀରେ ନିଶାସକ୍ତ ବିଦେଶୀ ପର୍ଯ୍ଯଟକଙ୍କ ଦୌରାତ୍ମ୍ୟ। କଡା ସୁରକ୍ଷା ବଳୟ ଭେଦକରି ଶ୍ରୀମନ୍ଦିର ଭିତରକୁ ଯାଇ ସୁରକ୍ଷାକର୍ମୀଙ୍କ ସହ ହେଲେ ହାତାହାତି । ଗୋଟିଏ ମାସ ଭିତରେ ଦୁଇଦୁଇ ଜଣ ବିଦେଶୀ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିବାରୁ ସୁରକ୍ଷାକର୍ମୀଙ୍କ ଅବହେଳା ଏବେ ପଦାରେ ପଡିଛି।…