Latest Odisha News

BREAKING NEWS

Yearly Archives

2024

ରତ୍ନ ପଥର ପାଇଁ ଖନନ ଅଘଟଣ: କାଲିଠୁ ପଥର ସନ୍ଧିରେ ଫସି ରହିଥିବା ଶ୍ରମିକଙ୍କର ମୃତ୍ୟୁ

ବୌଦ୍ଧ: ବୌଦ୍ଧ ମହାନଦୀ ଗର୍ଭରେ ରତ୍ନ ପଥର ପାଇଁ ଖନନ ବେଳେ ଅଘଟଣ । ଗତକାଲି ଠାରୁ ପଥର ସନ୍ଧିରେ ଫସି ରହିଥିବା ଜଣେ ଶ୍ରମିକଙ୍କର ଆଜି ମୃତ୍ୟୁ ଘଟିଛି । ମୃତକ ହେଲେ ବରଡା ଗାଁର ସୁଶନ୍ତା ଝାଙ୍କର । ସୂଚନା ଅନୁସାରେ, ଗତକାଲି ମହାନଦୀ ଗର୍ଭରେ ରତ୍ନ ପଥର କାରବାର କରୁଥିବା ମାଫିଆମାନେ…

ହୋଲିରେ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆକ୍ରମଣ ଘଟଣା: ୮ ଜଣଙ୍କୁ ଗିରଫ

ଭୁବନେଶ୍ବର: ହୋଲି ଦିନ ନୟାପଲ୍ଲୀ ବ୍ରିଟ୍ କଲୋନୀରେ ଆତଙ୍କ ଖେଳାଇଥିବା କେବିଏନ୍ ଗ୍ୟାଙ୍ଗର ୮ ଜଣଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ କୁଶ ମୁଣ୍ଡା, ସୁଦର୍ଶନ, ରକି ନାୟକ, ରାଜକିଶୋର ଦିଗାଲ, ସୁମନ ପାତ୍ର, ସଞ୍ଜୟ କୁମାର ସାହୁ, ବିଭୁ ନାୟକ ଏମାନଙ୍କ…

ବିଜେଡି ଛାଡିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ବିଜେପିରେ ମିଶିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଜେଡି ଛାଡିଲେ ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି । ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା ଜଣାପଡିଛି । ପ୍ରିୟଦର୍ଶୀ ମିଶ୍ର ହେଉଛନ୍ତି ପୂର୍ବତନ…

ସମୁଦ୍ରରେ ଭାରତୀୟ ନୌସେନାର ପରାକ୍ରମ, ଜଳଦସ୍ୟୁଙ୍କ କବଳରୁ ୨୩ ପାକିସ୍ତାନୀଙ୍କୁ ଉଦ୍ଧାର କଲା

ନୂଆଦିଲ୍ଲୀ: ପୁଣିଥରେ ନିଜର ଶୌର୍ଯ୍ୟ ଦେଖାଇଛି ଭାରତୀୟ ନୌସେନା । ଆରବ ସାଗରରେ ଅପହରଣ ହୋଇଥିବା ଆଉ ଗୋଟିଏ ଇରାନୀୟ ଜାହାଜକୁ ଜଳଦସ୍ୟୁଙ୍କ କବଳରୁ ମୁକ୍ତ କରିଛି । ୧୨ ଘଣ୍ଟାର ଲମ୍ବା ଅପରେସନ ପରେ ଜଳଦସ୍ୟୁଙ୍କ କବଳରୁ ୨୩ ଜଣ ପାକିସ୍ତାନୀ କ୍ରୁ ମେମ୍ବରଙ୍କୁ ସୁରକ୍ଷିତ ଉଦ୍ଧାର କରିଛି…

କବିତା : ଜର

ତେଜସ୍ଵିନୀ ପଣ୍ଡା ପ୍ରତି ରାତିରେ ଜର ହୁଏ ରାତି ପାହିଲେ ଜର ଛାଡ଼ିଯାଏ, ପ୍ରେମିକର ସ୍ପର୍ଶରେ ଜରର ତାପମାତ୍ରା କମେ ସିନା ଦେହରେ ଘନୀଭୂତ ଶିହରଣର ଉତ୍ତାପ କ୍ଷୀପ୍ରରୁ କ୍ଷୀପ୍ରତର ହୁଏ। ଜର କାହାଠୁ ଜନ୍ମ ନିଏ? ବିରହରୁ ନା ଘାତକର ଜ୍ଵାଳାରୁ, ଗର୍ଭରେ ଜର ନଷ୍ଟ ହେଲାପରେ…

ଏପ୍ରିଲ ୧୯ରୁ ଜୁନ୍ ୧ ଯାଏଁ ଏକଜିଟ୍ ପୋଲ ପ୍ରସାରଣ ଉପରେ କଟକଣା

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଏକଜିଟ ପୋଲ ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ ଆୟୋଗ । ଆସନ୍ତା ଏପ୍ରିଲ ୧୯ ତାରିଖରୁ ଲାଗିବ କଟକଣା । ଏକଜିଟ୍ ପୋଲ ଆୟୋଜନ, ପ୍ରକାଶନ ଓ ପ୍ରସାରଣ ଉପରେ ରୋକ ଲଗାଇଛନ୍ତି ଇସିଆଇ । ଏନେଇ ଶୁକ୍ରବାର ଏକ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି ନିର୍ବାଚନ…

ଗୁରୁକୁଳ ଉତ୍ସବ-୨୦୨୩ ଉଦଘାଟିତ

ଭୁବନେଶ୍ୱର : ଗୁରୁ ରାମହରି ଦାସ ଓଡ଼ିଶୀ ଗୁରୁକୁଳ ପକ୍ଷରୁ ଗୁରୁକୁଳ ଉତ୍ସବ ୨୦୨୩ ଉଦଘାଟିତ ହୋଇଯାଇଛି । ଏହି ଉତ୍ସବରେ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର କୁଳପତି ପ୍ରସନ୍ନ କୁମାର ସ୍ବାଇଁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ କଳା ସଂସ୍କୃତି ଓ ଓଡ଼ିଶୀ ସଙ୍ଗୀତ କ୍ଷେତ୍ରରେ ଗୁରୁକୁଳର ଅବଦାନ…

ଭାଷା ଭାଗବତ : ଖ୍ୟାତି-ଅନୁରାଗୀ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ  ଧୀରେ ବ୍ୟାପେ କୃତି ଯାହାର ତାହା ଯୋଗୁଁ ହିଁ ଉପକାର ହୁଅଇ ଜନ ସମାଜରେ ଲୋକେ ମାନଂତି ଆଦରରେ ତତ୍କାଳ ମିଳିଲେ ସମ୍ମାନ ତହିଁର ଦୀପ୍ତି କ୍ରମେ ମ୍ଳାନ ହେବା ଯେହେତୁ ସ୍ବାଭାବିକ ବୁଝଂତିନାହିଁ ବହୁ ଲୋକ କରିଲେ ଗୁରୁତ୍ୱ ଆରୋପ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଗୋପୀ ଭାବ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥଙ୍କଠାରେ ଅନୁରାଗ ପ୍ରକାଶ କରିବା ହିଁ ଭକ୍ତି, ଏକଥା କହିବା ମାତ୍ରେ ସମସ୍ତେ କହିବେ। ଏହାତ ସ୍ୱାଭାବିକ କଥା । ଆରାଧ୍ୟ ଶ୍ରୀଜଗନ୍ନାଥଙ୍କ ପାଖରେ କାହାର ଅନୁରାଗ ନାହିଁ…

ଚଳିତବର୍ଷ ରାଜ୍ୟରେ ପ୍ରଥମଥର ୪୦ ଡିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର: ଅସହ୍ୟ ତାତିରେ ଛଟପଟ ରାଜ୍ୟବାସୀ । ଚଳିତବର୍ଷ ପ୍ରଥମଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ଦିନର ସର୍ବୋଚ୍ଚ ତାପମାତ୍ରା । ଗତକାଲି ୫ଟି ସହର ଟିଟଲାଗଡ, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି । ତାତି ସାଙ୍ଗକୁ…