Latest Odisha News

BREAKING NEWS

Yearly Archives

2024

ଆୟକର ବିଭାଗ ପକ୍ଷରୁ କଂଗ୍ରେସକୁ ୧୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ନୂଆଦିଲ୍ଲୀ: ଆୟକର ବିଭାଗ କଂଗ୍ରେସକୁ ୧୭୦୦ କୋଟି ଟଙ୍କାର ନୋଟିସ ଦାବି କରିଛି । ୨୦୧୭-୧୮ ଏବଂ ୨୦୨୦-୨୧ ବର୍ଷ ପାଇଁ ଏହି ନୋଟିସ୍ ପ୍ରଦାନ କରାଯାଇଛି। ଏଥିରେ ଜୋରିମାନା ସହ ସୁଧ ଅନ୍ତର୍ଭୁକ୍ତ । ଗୁରୁବାର ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ କର୍ତ୍ତୃପକ୍ଷଙ୍କ ଦ୍ୱାରା ୪ ବର୍ଷ ପର୍ଯ୍ୟନ୍ତ ଟିକସ…

ଏଆଇ ଠୁ ନେଇ ସ୍ଵାସ୍ଥ୍ୟ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଆଲୋଚନା କଲେ ବିଲ୍ ଗେଟ୍ସ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଆଲୋଚନା ହୋଇଛି । ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ସହ ଏଆଇ ଠୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ ଜଳବାୟୁ ଉପରେ ମଧ୍ୟ ଚର୍ଚ୍ଚା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ,…

କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ, ବିଜେଡିରେ ମିଶିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳରୁ ଇସ୍ତଫା ଦେଲେ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ । ଏଆଇସିସି ସଭାପତିଙ୍କ ନିକଟକୁ ସେ ନିଜର ଇସ୍ତଫାପତ୍ର ପଠାଇଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ, ବଲାଙ୍ଗିର ଜିଲ୍ଲା ସଭାପକି ଓ ଏଆଇସିସି ସଦସ୍ୟ ପଦରୁ ଇସ୍ତଫା…

ଭାରସାମ୍ୟ ହରାଇ ଖାଇକୁ ଖସିଲା ଭ୍ୟାନ୍; ୧୦ ମୃତ

ଶ୍ରୀନଗର: ଅଶୁଭ ଶୁକ୍ରବାର । ଭୟଙ୍କର ସଡ଼କ ଦୁର୍ଘଟଣା । ଚାଲିଗଲା ୧୦ ଜଣଙ୍କ ଜୀବନ । ରାମବନ୍ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ ଟ୍ୟାକ୍ସି ଖାଇରେ ଖସିଯିବାରୁ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯାତ୍ରୀମାନେ ଏକ ଟ୍ୟାକ୍ସିରେ ଜାମ୍ମୁରୁ ଶ୍ରୀନଗର…

ଏପ୍ରିଲ୍ ୪ ରୁ ଜେଇଇ ମେନ୍ ପର୍ଯ୍ୟାୟ-୨ ପରୀକ୍ଷା ଆରମ୍ଭ

ନୂଆଦିଲ୍ଲୀ: ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ୍) ୨୦୨୪ ପର୍ଯ୍ୟାୟ-୨ ପରୀକ୍ଷା ଏପ୍ରିଲ ୪ ରୁ ଆରମ୍ଭ ହେବ । ଏଥିପାଇଁ ଦଶର ୩୧୯ ଟି ସହର ଏବଂ ଦେଶ ବାହାରର ୨୨ଟି ସହରରେ ପରୀକ୍ଷା କେନ୍ଦ୍ର କରାଯାଇଛି । ଏନେଇ ଜାତୀୟ ପରୀକ୍ଷା ଏଜେନ୍ସି ଦ୍ୱାରା ଜାରି କରାଯାଇଥିବା ଓ୍ବେବସାଇଟରେ…

ଡକାୟତି ଯୋଜନା ପଣ୍ଡ, ପୋଲିସ କବଜାରେ ୫ ଜଣିଆ ଡକାୟତି ଗ୍ୟାଙ୍ଗ

ଜଟଣୀ: ଡକାୟତି ଯୋଜନା ପଣ୍ଡ କଲା କମିଶନରେଟ୍ ପୋଲିସ । ବଡ ଧରଣର ଲୁଟ୍ ପାଇଁ ଯୋଜନା କରୁଥିବାବେଳେ କମିଶନରେଟ୍‌ ପୋଲିସ ହାତରେ ଧରାପଡିଛନ୍ତି ୫ ଜଣିଆ ଡକାୟତି ଗ୍ୟାଙ୍ଗ । ସେମାନଙ୍କ ନିକଟରୁ ୫ଟି ଅଫୁଟା ବୋମା, ସ୍କର୍ପିଓ କାର, ୩ଟି ବାଇକ ସହିତ ବିଭିନ୍ନ ମାରଣାସ୍ତ୍ର ଜବତ କରାଯାଇଛି ।…

ଭାଷା ଭାଗବତ : ଚର୍ଚକଗଣ ହଇରାଣ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ  ଅଯତ୍ନେ ଲିଖିତ ରଚନା ଦେଖିବା ପାଇଁ ନାହିଁ ମନା ତା ଯଦି ନୁହେ ଉପଯୁକ୍ତ ଆପେ ହୋଇବ ପ୍ରତ୍ୟାଖ୍ୟାତ ଲେଖାକୁ କରିଲେ ଉପେକ୍ଷା ଲେଖକକୁ ମିଳିବ ଶିକ୍ଷା ଅଧିକ ହୋଇଲେ ଚର୍ଚିତ ଲେଖାଳି ହେବ ପରିଚିତ ପ୍ରତ୍ୟେକେ ଯେହେତୁ ଅନନ୍ୟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଭକ୍ତିର ନିଦର୍ଶନ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କଠାରେ ନିଜର ଅନୁରୂକ୍ତି ବା ଅନୁରାଗ ପ୍ରକାଶ କରିବା ହିଁ ଭକ୍ତିର ନିଦର୍ଶନ ଏହା ଜାଣିବା ପରେ ଏହି ଅନୁରାଗ କିପରି ପ୍ରକାଶ କରିବା ବା ଏହାର ପ୍ରକୃତ ଉପାୟ କଣ ତାହା…

ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର: ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି । ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି…

ଗ୍ୟାଙ୍ଗଷ୍ଟାରରୁ ରାଜନେତା ପାଲଟିଥିବା ମୁଖତାର ଅନସାରୀର ମୃତ୍ୟୁ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମଉ ଜିଲ୍ଲାରୁ ୫ ଥର ବିଧାୟକ ହୋଇଥିବା ମୁଖତାର ଅନସାରୀଙ୍କର ଗୁରୁବାର ସନ୍ଧ୍ୟାରେ ହୃଦଘାତରେ ପରଲୋକ ଘଟିଛି। ବାନ୍ଦା ଜିଲ୍ଲା ଜେଲରେ ବନ୍ଦୀ ଥିବା ଏହି ଗ୍ୟାଙ୍ଗଷ୍ଟରରୁ ରାଜନେତା ପାଲଟିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଆଜି ସନ୍ଧ୍ୟାରେ…