୨ କୋଟି ଟଙ୍କା ମୂଲ୍ୟର ବ୍ରାଉନ୍ ସୁଗାର ଜବତ, ଜଣେ ଗିରଫ
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଅରଡ଼ ବଜାରରୁ ୨ କେଜିର ବ୍ରାଉନ ସୁଗାର ଜବତ ହୋଇଛି । ଘଟଣାରେ ବ୍ରାଉନସୁଗାର କାରବାର କରୁଥିବା ଅଭିଯୁକ୍ତ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଅଭିଯୁକ୍ତ ଜଣକ ହେଲା ଅମଜାଦ ଖାନ ।
ତେବେ ଜବତ ୨ କେଜି ବ୍ରାଉନ୍ ସୁଗାରର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା ହେବ…