ଦିଲ୍ଲୀରୁ ଫେରିଲେ ମନମୋହନ ସାମଲ; କହିଲେ, ଖୁବ ଶୀଘ୍ର ଘୋଷଣା ହେବ ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ଦିଲ୍ଲୀରୁ ଫେରିଲେ ମନମୋହନ । ଗୁରୁବାର ରାତିରେ ଦିଲ୍ଲୀରୁ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିମାନବନ୍ଦରରେ ପହଞ୍ଚିବା ପରେ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ।
ରାଜ୍ୟରେ ମେଣ୍ଟ ନେଇ କୌଣସି ସ୍ପଷ୍ଟ ପ୍ରତିକ୍ରିୟା ଦେଲେନି…