Latest Odisha News

BREAKING NEWS

Yearly Archives

2024

ଓସ୍‌ଜାର ନୂଆ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ: ସନ୍ଦୀପ ସଭାପତି, ସୁରେଶ ସମ୍ପାଦକ

ଭୁବନେଶ୍ବର: ଭାରତୀୟ କ୍ରୀଡ଼ା ସାମ୍ବାଦିକ ସଂଘ (ଏସ୍‌ଜେଏଫଆଇ)ର ଏକମାତ୍ର ଅନୁବନ୍ଧିତ ରାଜ୍ୟ ସଂଘ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‌ଜା)ର ୧୧ଶ ପ୍ରତିଷ୍ଠା ଦିବସ ଅବସରରେ ଗୁରୁବାର ଏହାର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ୍‌) ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘର ୨ ନିୟମିତ…

ପୁରୀରେ ବିଦ୍ୟୁତ ବିଭାଗର ମନମୁଖୀ, ସାମ୍ନାକୁ ଆସିଲା ଚରମ ଅବହେଳା

ପୁରୀ: ବିଦ୍ଯୁତ ବିଭାଗର ଚରମ ଅବହେଳା ସାମ୍ନାକୁ ଆସିଛି। ପରୀକ୍ଷା ସମୟରେ ଅଘୋଷିତ ବିଦ୍ଯୁତ କାଟ ଯୋଗୁଁ ଡିବିରି ଓ କ୍ଯାଣ୍ଡେଲ ଲାଇଟରେ ପରୀକ୍ଷା ଦେଲେ ପରିକ୍ଷାର୍ଥି। ଏଭଳି ଚରମ ଅବହେଳା ଦେଖିବାକୁ ମିଳିଛି ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳରେ। ପୁରୀରେ ଅଘୋଷିତ ବିଦ୍ୟୁତ୍ କାଟ୍ ହେବା…

କମୁଛି ଦଳ ବଦଳାଉଥିବା ନେତାଙ୍କ ଲୋକପ୍ରିୟତା ! ରିପୋର୍ଟରୁ ଖୁଲାସା ହେଲା ଚାଞ୍ଚଲ୍ୟକର ତଥ୍ୟ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ନେତାଙ୍କ ଦଳବଦଳ ପ୍ରକ୍ରିୟା ଚିରାଚରିତ ଘଟଣା ହୋଇଗଲାଣି। ଠିକ ନିର୍ବାଚନ ପୂର୍ବରୁ ପୁରୁଣା ଦଳ ଛାଡି ଆଉ ଏକ ନୂଆ ଦଳରେ ଯୋଗଦେବା ନୂଆ କଥା ନୁହେଁ। ଦଶନ୍ଧି ଦଶନ୍ଧି ଧରି ନେତାଙ୍କର ଏହି ଦଳବଦଳ ଘଟଣା ଦେଖିବାକୁ ମିଳେ। ଲୋକସଭା ନିର୍ବାଚନ ପୂର୍ବରୁ ବିଜେପି…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅବିଭକ୍ତ କୋରାପୁଟ ଜିଲ୍ଲା ଗସ୍ତ

ଭୁବନେଶ୍ୱର: ନିର୍ବାଚନ ପ୍ରସ୍ତୁତିର ବିଭିନ୍ନ ଦିଗ ବିଷୟରେ ସମୀକ୍ଷା କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କର ଅବିଭକ୍ତ କୋରାପୁଟ ଜିଲ୍ଲାକୁ ଗୁରୁତ୍ୱପୂର୍ଣ୍ଣ ଗସ୍ତ କାର୍ଯ୍ୟକ୍ରମ ରହିଛି । ଆସନ୍ତା ୨୨ ତାରିଖ ଶୁକ୍ରବାର ଦିନ ମୁଖ୍ୟ ନିର୍ବାଚନ ଅଧିକାରୀ ରାଜ୍ୟ…

ଅପରିଚିତ ମୃତଦେହ ସତ୍କାର କଲା ସଂକଳ୍ପ ପରିବାର

ବରଗଡ଼: ବରଗଡ଼ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସଂକଲ୍ପ ପରିବାର, ତରଫରୁ ଆଜି ପିପଲମୁଣ୍ଡା ସ୍ୱର୍ଗଦ୍ୱାରରେ ଏକ ଅଜଣା ଶବ ସତ୍କାର କରାଯାଇଛି। ସୂଚନା କ୍ରମେ ମୃତ ବ୍ୟକ୍ତି ଜଣକ ଗତ ରବିବାର ଦିନ ବରଗଡ଼ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବରାହଗୋଡା ବାଇପାସ ରାସ୍ତାରେ ଏକ ଚାଷ ଜମି ମଧ୍ୟରେ ମୃତ…

୯ ଜଣିଆ ତୃତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଲୋକସଭା ନିର୍ବାଚନ ପାଇଁ ତୃତୀୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ବିଜେପିର ତୃତୀୟ ତାଲିକାରେ ତାମିଲନାଡୁର ୯ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ଚେନ୍ନାଇ ଦକ୍ଷିଣ ଆସନରୁ ବିଜେପି ପୂର୍ବତନ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜଙ୍କୁ ପ୍ରାର୍ଥୀ…

ପୋଷ୍ଟାଲ ବାଲାଟ୍‌ରେ ଭୋଟ ଦେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଡ୍ରାଇଭର ଓ କଣ୍ଡକ୍ଟର

ଭୁବନେଶ୍ୱର: ଗଣତନ୍ତ୍ର ପାଇଁ ପ୍ରତିଟି ଭୋଟ ମୂଲ୍ୟବାନ । ଯେପରି ମତଦାନରୁ ଜଣେ ବି ମତଦାତା ବାଦ ନପଡ଼ନ୍ତି, ସେଥିପ୍ରତି ସର୍ବଥା ଚେଷ୍ଟିତ ରହିଛନ୍ତି ଭାରତ ନିର୍ବାଚନ କମିଶନ । ସେହି କ୍ରମରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡ୍ରାଇଭର, କଣ୍ଡକ୍ଟର ଓ କି୍ଲନର ମାନଙ୍କୁ ମଧ୍ୟ ପୋଷ୍ଟାଲ…

ଆଇପିଏଲ: ଚୂଡାନ୍ତ ହେଲା ଟିମ କ୍ୟାପଟେନ, ଏଥର ମୁକାବିଲା ପାଇଁ ପ୍ରସ୍ତୁତ

ମାଡ୍ରାସ: ଆଇପିଏଲ ୨୦୨୪ ପାଇଁ ସମସ୍ତ ଟିମ ଅଧିନାୟକ ନାମ ଘୋଷଣା କରାଯାଇଛି । ଗୁରୁବାର ଟିମ କ୍ୟାପଟେନଙ୍କୁ ନେଇ ଏକ ଫଟୋ ସେଶନ କରାଯାଇଥିଲା । ୫ ଥର ଚେନ୍ନାଇ ସୁପର କିଙ୍ଗସଙ୍କୁ ଚାମ୍ପିୟନ କରାଇଥିବା ମହେନ୍ଦ୍ର ସିଂ ଧୋନୀ ଏଥର ଅଧିନାୟକ ହେବା ମନା କରିବାରୁ ରିତୁରାଜ ଗାଏକ୍ୱାଡଙ୍କୁ…

ରିତୁରାଜ ଗାଏକ୍ୱାଡ ହେଲେ ଚେନ୍ନାଇ ଅଧିନାୟକ

ମାଡ୍ରାସ: ଆଇପିଏଲ ୨୦୨୪ ସଂସ୍କରଣ ପାଇଁ ମହେନ୍ଦ୍ର ସିଂ ଧୋନୀଙ୍କ ବଦଳରେ ରିତୁରାଜ ଗାଏକ୍ୱାଡଙ୍କୁ ଅଧିନାୟକ ନିଯୁକ୍ତ କରାଯାଇଛି । ଧୋନୀ ଅଧିନାୟକ ହେବେ ନାହିଁ ବୋଲି କହିବା ପରେ ରିତୁରାଜଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି । ଗାଏକ୍ୱାଡ ୨୦୧୯ରୁ ଚେନ୍ନାଇ ଟିମ ସହିତ ଜଡିତ ଅଛନ୍ତି । ସେ…

ଇଲେକ୍ଟୋରାଲ ବଣ୍ଡ: ସବୁ ତଥ୍ୟ ଦେଲା ଷ୍ଟେଟବ୍ୟାଙ୍କ

ନୂଆଦିଲ୍ଲୀ: ଇଲେକ୍ଟୋରାଲ ବଣ୍ଡ ମାମଲା । ଭାରତୀୟ ନିର୍ବାଚନ କମିଶନଙ୍କୁ ସବିଶେଷ ତଥ୍ୟ ପ୍ରଦାନ କଲା ଏସବିଆଇ । କିଏ କେଉଁ ରାଜନୈତିକ ଦଳକୁ କେତେ ଟଙ୍କା ଦେଇଛି ସେ ସମସ୍ତ ତଥ୍ୟ ଦେଲା ଷ୍ଟେଟବ୍ୟାଙ୍କ । ଏନେଇ ସୁପ୍ରିମକୋର୍ଟରେ ସତ୍ୟପାଠ ଜରିଆରେ ଜଣାଇଲା ଏସବିଆଇ । ସତ୍ୟପାଠରେ ମାର୍ଚ୍ଚ…