ଟ୍ୱିନ୍ ସିଟିରେ ଘନ କୁହୁଡ଼ି; ଆଜିଠୁ ବଦଳିବ ପାଗ, ଦିନର ତାପମାତ୍ରା ୮ ରୁ ୧୦ ଡିଗ୍ରୀ ଯାଏଁ ବୃଦ୍ଧି ପାଇବ
ଭୁବନେଶ୍ବର: ଲଗାତାର ବର୍ଷା ପରେ ଟ୍ୱିନ ସିଟିରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଘନ କୁହୁଡ଼ି ଯୋଗୁଁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି । ରାଜଧାନୀ ସମେତ କଟକର ସବୁ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି । ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ । ଫଳରେ ଲୋକେ ଗାଡ଼ି ଲାଇଟ୍ ଲଗାଇ…