ବିଜୁ ଶ୍ରମିକ ସାମ୍ମୁଖ୍ୟର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସାମିଲ ହେଲେ ନବୀନ
ଭୁବନେଶ୍ଵର: ବିଜୁ ଶ୍ରମିକ ସାମ୍ମୁଖ୍ୟର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଶନିବାର ସାମିଲ ହୋଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇ ବହୁତ ଖୁସି ଅଛନ୍ତି ବୋଲି କହିଛନ୍ତି ନବୀନ ପଟ୍ଟନାୟକ । ଶ୍ରମିକମାନଙ୍କ ସ୍ବାର୍ଥକୁ ନେଇ…