କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି
କଟକ: କଂଗ୍ରେସ ନେତା ମହମ୍ମଦ ମୋକିମ୍ ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଆଜି ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି । ଦୁଇ ସପ୍ତାହ ତଳେ ମୋକିମଙ୍କ…