Latest Odisha News

BREAKING NEWS

Yearly Archives

2024

କ୍ରସର ମେସିନ ଚକା ଖୋଲିବା ବେଳେ ଅଘଟଣ: ଜଣେ ଶ୍ରମିକ ମୃତ, ଦୁଇ ଗୁରୁତର

ଯାଜପୁର: କ୍ରସରରେ ଅଘଟଣ ଘଟି ଶ୍ରମିକ ମୃତ । ଯାଜପୁର ଧର୍ମଶାଳା ରାହାଡପୁର ସ୍ଥିତ ଏକ କ୍ରସରରେ ଅଘଟଣ ଘଟିଛି । କ୍ରସର ମେସିନ ଚକା ଖୋଲିବା ବେଳେ ଅଘଟଣ ଘଟିଥିବା ସୂଚନା ମିଳିଛି । ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା…

ଲଗାତର ୯ବର୍ଷ ହେବ ବନ୍ଦ ରହିଛି ଶ୍ରୀ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ଭୁବନେଶ୍ଵର: ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା । ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା ଚଳିତବର୍ଷ ହେବ ବୋଲି ପ୍ରଶାସନ କହିବା ସହ ଉଦ୍ୟମ ଆରମ୍ଭ କରିଥିଲା। ସର୍କିଟ ହାଉସରେ କପିଳେଶ୍ୱର ମନ୍ଦିର ଟ୍ରଷ୍ଟବୋର୍ଡ…

ଶଙ୍ଖ ଭବନରେ ମିଶ୍ରଣ ପର୍ବ, ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ…

ଏସଟିଏଫ ହାତରେ ନକଲି ଇଡି, ୨ ଠକ ଗିରଫ

ଭୁବନେଶ୍ଵର; ମହଙ୍ଗା ପଡିଲା ନିଜକୁ ଇଡି କହି ଲୋକଙ୍କୁ ଠକିବା । ୨ ନକଲି ଇଡି ଅଫିସରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ ୨ ଅଭିଯୁକ୍ତ ହେଲେ ଢେଙ୍କାନାଳ ଦୋଳମଣ୍ଡପସାହିର ତାରିଣୀସେନ ମହାପାତ୍ର ଓ ବ୍ରହ୍ମଶଙ୍କର ମହାପାତ୍ର । ୩୦୦ ସରକାରୀ କର୍ମଚାରୀଙ୍କୁ ଇଡି ଅଫିସର କହି…

ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି; ୨ ମୃତ, ୧୦ ଆହତ

ଜୟପୁର: ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୦ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। କୋରାପୁଟ ଜିଲ୍ଲା କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଲା ପିକ୍ ଅପ୍ ଭ୍ୟାନ୍। ଏହି ଘଟଣାରେ ୧୦ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବା…

କୋହଲି ପ୍ରଶଂସକଙ୍କ ପାଇଁ ଖୁସି ଖବର, ଖୁବ ଶୀଘ୍ର ବାଙ୍ଗାଲୋର କ୍ୟାମ୍ପରେ ଯୋଗ ଦେବେ

ବାଙ୍ଗାଲୋର: ବିରାଟ କୋହଲି ଆଇପିଏଲରେ ଖେଳିବେ କି ନାହିଁ ପ୍ରଶଂସକଙ୍କ ମଧ୍ୟରେ ସଂଶୟ ସୃଷ୍ଟି ହୋଇଥିଲା । ଏବେ ସେ ଖୁବ ଶୀଘ୍ର ବାଙ୍ଗାଲୋର କ୍ୟାମ୍ପରେ ଯୋଗ ଦେବେ ବୋଲି ଜଣାପଡିଛି । ଯାହାକି ପ୍ରଶଂସକଙ୍କ ମନରେ ଆନନ୍ଦର ଲହରୀ ଖେଳାଇ ଦେଇଛି । କୋହଲିଙ୍କ ପତ୍ନୀ ଅନୁଷ୍କା ଶର୍ମା ଦ୍ୱିତୀୟ ଥର…

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ କୁମାର ପ୍ରତିହାରୀଙ୍କ ପରଲୋକ ଘଟିଛି । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ତାଙ୍କର ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର ବାଲିସାହି…

ନମାଜ ପଢୁଥିବା ବେଳେ ବିଦେଶୀ ଛାତ୍ରଙ୍କୁ ଆକ୍ରମଣ, ୫ ଆହତ

ଅହମ୍ମଦାବାଦ: ନମାଜ ପଢୁଥିବା ବେଳେ ବିଦେଶୀ ଛାତ୍ରଙ୍କୁ ଆକ୍ରମଣ । ଗତକାଲି ରାତିରେ ଗୁଜୁରାଟ ବିଶ୍ଵବିଦ୍ୟାଳୟର ଛାତ୍ରାବାସରେ କିଛି ବିଦେଶୀ ଛାତ୍ର ନମାଜ ପଢୁଥିବା ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ୫ଜଣ ଛାତ୍ର ଆହତ ହୋଇଛନ୍ତି । ଉକ୍ତ ଛାତ୍ର ଗୁଡିକ…

ରଚନା ମାଧ୍ୟମରେ ସମାଜରେ ପରିବର୍ତ୍ତନ ଆଣିବା ମୋର ଲକ୍ଷ୍ୟ : ଅମୂଲ୍ୟ ରଞ୍ଜନ ବିନ୍ଧାଣୀ

ଓଡ଼ିଆ ସାହିତ୍ୟ ଜଗତରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନଟିଏ ସଂରକ୍ଷିତ କରିସାରିଥିବା ଅମୂଲ୍ୟ ରଞ୍ଜନ ବିନ୍ଧାଣି ଜଣେ ଅନନ୍ୟ ପ୍ରତିଭା । ଗଳ୍ପ ଓ କବିତା ବିଭାଗରେ ତାଙ୍କ ଲେଖନୀ ଖୁବ ଚଳ-ଚଞ୍ଚଳ । ଓଡ଼ିଶାର ଅନେକ ପତ୍ର-ପତ୍ରିକାରେ ତାଙ୍କ ସାହିତ୍ୟ କୃତି ପ୍ରକାଶିତ । ବାଲ୍ୟକାଳରୁ ସାହିତ୍ୟ…

ତାତିରୁ ମିଳିବ ତ୍ରାହି: ୩ ଦିନ ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ଆଶିଂକ ଭାବେ ତାତିରୁ ମିଳିଛି ମୁକ୍ତି । ତେବେ ଆଜି ରାଜ୍ୟର ୧୪ ଜିଲ୍ଲାକୁ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର…