ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷ ନଷ୍ଟ କଲା ପୋଲିସ
ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରେ ଏକର ଏକର ଜମିରେ ଚାଲିଛି ଅଫିମ ଚାଷ । ଯାହା ଅଫିମ ଚାଷର ହବ୍ ପାଲଟିଛି । ଏହି ଫସଲ ବିଷୟରେ ଜାଣିବା ପରେ ଯଶିପୁର ଥାନା ଫୁଲବାଡ଼ି ଓ ଜୋଜଗୁଡ଼ା ଗାଁରେ ପୋଲିସ, ଅବକାରୀ ଓ ବନ ବିଭାଗର ମିଳିତ ଟିମ୍ ରେଡ୍ କରି ଅଫିମ ଚାଷକୁ ନଷ୍ଟ କରିଛନ୍ତି ।
ରେଡ୍…