ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଉତ୍ତର ଡାକି ଶିକ୍ଷକ ନିଲମ୍ବିତ
ବରଗଡ: ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଉତ୍ତର ଡାକି ହଟହଟା ହେଲେ ଶିକ୍ଷକ । ଶିକ୍ଷକଙ୍କୁ ନିଲମ୍ବିତ କଲେ ଜିଲ୍ଲା ଶିକ୍ଷା ଅଧିକାରୀ । ନିଲମ୍ବିତ ଶିକ୍ଷକ ଜଣଙ୍କ ହେଉଛନ୍ତି ଛେଲିଆ ପୋଢ । ସେ ବରଗଡ଼ ଗାଇସିଲେଟ ବ୍ଲକ ଫିରିଙ୍ଗିମାଲ ପଞ୍ଚାୟତ ହାଇସ୍କୁଲର ସହକାରୀ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ ।…