୫ ଘଣ୍ଟାର ଜେରା ପରେ ଇଡିରୁ ବାହାରିଲେ ସାଗର ରାଏ ଏବଂ ବିନୀତ ଲଲାନୀ
ଭୁବନେଶ୍ବର: ଚିଟଫଣ୍ଡ କେଳେଙ୍କାରୀ ନେଇ ଚାଲିଛି ଇଡି ର ତନାଘନା । ୫ ଘଣ୍ଟାର ମାରାଥାନ ଜେରା ପରେ ଇଡିରୁ ବାହାରିଲେ ବିନୀତ ଲଲାନୀ ଏବଂ ସାଗର ରାଏ । ଅର୍ଥ ତତ୍ତ୍ଵ ଚିଟଫଣ୍ଡ ମାମଲାରେ ବିନୀତ ଲଲାନି ଏବଂ ସାଗର ରାଏଙ୍କୁ ଦ୍ବିତୀୟ ପର୍ଯ୍ୟାୟରେ ଜେରା କରିବାକୁ ଇଡି ଡାକିଥିଲା ।
ବିଲ୍ଡର…