Latest Odisha News

BREAKING NEWS

Yearly Archives

2024

ଆଗାମୀ ତିନି ଦିନ ଯାଏ ବଢ଼ିବ ତାତି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ଗରମ। ଆଜିଠୁ ତିନି ଦିନ ରାଜ୍ୟରେ ଖରା ତାତି ବଢିବ । ସ୍ବାଭାବିକଠାରୁ ୪ରୁ ୬ ଡିଗ୍ରୀ ଯାଏଁ ଚଢ଼ିବ ପାରା । ଆସନ୍ତା ୧୩ ଯାଏ ତାତି ସାଙ୍ଗକୁ ଲାଗି ରହିବ ଗରମ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପାନ୍ତରୁ ଉପକୂଳ ସବୁଠି ପାରଦ…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ରାଜ୍ୟପାଳ ରଘୁବର ଦାସ

ନୂଆଦିଲ୍ଲୀ: ଏବେ ଜୋର ଧରିଛି ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା । ଆରିଭିତରେ ଦିଲ୍ଲୀରେ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି ରାଜ୍ୟପାଳ ରଘୁବର ଦାସ । ଦିଲ୍ଲୀ ଯାଇ ଶାହାଙ୍କ ବାସଭବନରେ ତାଙ୍କୁ ଭେଟିଛନ୍ତି ରଘୁବର ଦାସ । ଏନେଇ ସୋସିଆଲ ମିଡିଆ ଆକାଉଣ୍ଟ 'ଏକ୍ସ' ରେ ଗୃହମନ୍ତ୍ରୀଙ୍କ…

ସମ୍ବଲପୁରରେ ବ୍ୟକ୍ତିଙ୍କୁ ହାତୀ ଦଳିଦେବା ଘଟଣା; ପରିସ୍ଥିତି ଅନୁଧ୍ୟାନ ପାଇଁ ସ୍ୱତନ୍ତ୍ର ଟିମ୍ ପଠାଇବ ବନ ବିଭାଗ

ଭୁବନେଶ୍ୱର: ସମ୍ୱଲପୁର ବନଖଣ୍ଡ ଅନ୍ତର୍ଗତ ବାଞ୍ଜିଗୋଟ ଅଞ୍ଚଳରେ ଜଣେ ୫୫ ବର୍ଷ ବୟସ୍କ ବ୍ୟକ୍ତିଙ୍କୁ ଦନ୍ତା କଚାଡ଼ିଦେବା ଘଟଣା ଏବେ ବନ ବିଭାଗକୁ ଚିନ୍ତାରେ ପକାଇଛି। ସମ୍ବଲପୁର ଜିଲ୍ଲାରେ ବଣୁଆ ହାତୀ ଅନେକ ଲୋକଙ୍କର ଜୀବନ ନେଇଛି। ଯାହାକୁ ନେଇ ସ୍ଥାନୀୟ ଲୋକେ ଆତଙ୍କିତ ହେବା ସହ ରାଜ୍ୟ ବନ…

କଂଗ୍ରେସରେ ମିଶିଲେ ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ବର: ଶଙ୍ଖ ଛାଡ଼ିଲେ, ହାତ ଧରିଲେ । ୩ ଦିନ ତଳେ ବିଜେଡି ଛାଡ଼ିଥିଲେ, ଆଜି କଂଗ୍ରେସରେ ମିଶିଲେ ବାଲେଶ୍ବର ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା । ଭୁବନେଶ୍ବର କଂଗ୍ରେସ କାର୍ଯ୍ୟାଳୟରେ ହାତ ଧରିଛନ୍ତି ସୁଦର୍ଶନ ଜେନା ।  ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି…

ଇଲେକ୍ଟୋରାଲ ବଣ୍ଡକୁ ନେଇ ରାହୁଲଙ୍କ କଟାକ୍ଷ

ନୂଆଦିଲ୍ଲୀ: ନିର୍ବାଚନ ବଣ୍ଡ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଚାନ୍ଦା ବ୍ୟବସାୟର ଗୁମର ଖୋଲିବ । ଏନଡିଏ ସରକାର ନିଜ ବ୍ୟାଙ୍କର ତଥ୍ୟ ଲୁଚାଇବା ପାଇଁ…

ବିଜେପି ସାଂସଦ ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କ ବିରୋଧରେ ଓ୍ୱାରେଣ୍ଟ ଜାରି

ମୁମ୍ବାଇ: ୨୦୦୮ ମହାରାଷ୍ଟ୍ର ମାଲେଗାଓଁ ବିସ୍ଫୋରଣ ମାମଲାରେ ବିଜେପି ସାଂସଦ ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କ ବିରୋଧରେ ଜାମିନ ଯୁକ୍ତ ଓ୍ୱାରେଣ୍ଟ ଜାରି ହୋଇଛି । ମୁମ୍ବାଇର ଏକ ସ୍ୱତନ୍ତ୍ର ଅଦାଲତ ସାଂସଦଙ୍କ ବିରୋଧରେ ଏହି ଓ୍ୱାରେଣ୍ଟ ଜାରି କରିବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି ।…

କାର୍ ଧକ୍କାରେ କଲେଜ ଛାତ୍ରୀ ମୃତ, ଟାୟାର ଜାଳି ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକେ

ଭଦ୍ରକ: କାର୍ ଧକ୍କାରେ କଲେଜ ଛାତ୍ରୀଙ୍କ ମୃତ୍ୟୁ । ଭଦ୍ରକ-ଚାନ୍ଦବାଲି ରାସ୍ତାର ନନ୍ଦପୁର ଛକରେ ଘଟିଛି ଏହି ଦୁର୍ଘଟଣା। କଲେଜ ଯିବା ବେଳେ ଛାତ୍ରୀଙ୍କ ଉପରେ ଚଢ଼ିଗଲା କାର। ଏହାର ପ୍ରତିବାଦରେ କାର ଭାଙ୍ଗିବା ସହ ଟାୟାର ଜାଳି ରାସ୍ତାରୋକ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। ମୃତ ଛାତ୍ରୀଙ୍କ ନାଁ…

୨ ବିଚାରଧୀନ କଏଦୀ ଫେରାର ଘଟଣା

ବଲାଙ୍ଗୀର: ବଲାଙ୍ଗୀର ଟିଟିଲାଗଡ଼ ସବଜେଲରୁ ୨ ବିଚାରଧୀନ କଏଦୀ ଫେରାର ଘଟଣା । ତଦନ୍ତ ପାଇଁ ଟିଟିଲାଗଡ଼ ଜେଲ୍‌ରେ ପହଞ୍ଚିଲେ ଜେଲ୍‌ ବିଭାଗ ଡିଆଇଜି । ଜେଲ୍‌ ବିଭାଗ ଡିଆଇଜି କୁଳମଣି ବେହେରାଙ୍କ ଅନୁସନ୍ଧାନ ଆରମ୍ଭ କରିଛନ୍ତି । ଡିଆଇଜିଙ୍କ ସହ ବଲାଙ୍ଗିର ଜେଲ୍‌ ଅଧୀକ୍ଷକ ମଧ୍ୟ ପହଞ୍ଚି…

ବେଆଇନ ବନ୍ଧୁକ କାରବାରର ପର୍ଦ୍ଦାଫାସ: ଜଗତପୁରରୁ ୩ ବନ୍ଧୁକ ବେପାରୀ ଗିରଫ, ୪ ବନ୍ଧୁକ ଜବତ

କଟକ: ପୋଲିସ ପଞ୍ଝାରେ ୩ ବନ୍ଧୁକ ବେପାରୀ । ଏଟିଏମ୍ ଲୁଟ୍ ପାଇଁ ଯୋଜନା କରୁଥିବା ବେଳେ କଟକ ଜଗତପୁର ଅଞ୍ଚଳରୁ ଏମାନଙ୍କୁ ଗିରଫ କଲା ପୋଲିସ । ସେମାନଙ୍କ ନିକଟରୁ ୪ଟି ବନ୍ଧୁକ ସହ ୧୨ ରାଉଣ୍ଡ ଗୁଳି ଜବତ କରିଛି ଜଗତପୁର ଥାନା ପୋଲିସ । ଏଥି ସହ ସେମାନେ ବ୍ୟବହାର କରୁଥିବା ୨ଟି ବାଇକ ଓ ୩ଟି…

ରେକର୍ଡ ଭାଙ୍ଗିଲା ସୁନା ଦର, ୭୨ ହଜାର ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ: ଚାଲିଛି ବିବାହ ଋତୁ | ସୁନା କିଣା କିଣି କରୁଛନ୍ତି ଗ୍ରାହକ | ସୁନା ସମସ୍ତଙ୍କୁ ଭଲ ଲାଗିଥାଏ | ଯେତେ ମହଙ୍ଗା ହେଲେ ମଧ୍ୟ ସୁନା କିଣା ହୋଇଥାଏ | ବିବାହ ଋତୁ ଆସିଲେ ବଢିଯାଏ ସୁନା ଦର | ଯାହା ଯୋଗୁଁ ଚିନ୍ତିତ ହୋଇଯାନ୍ତି ଗ୍ରାହକ | ସୁନା ଦର ବୃଦ୍ଧିର କାରଣ ହେଉଛି…