ଇବ୍ ନଦୀରୁ ମିଳିଲା ୩ଜଣଙ୍କ ମୃତଦେହ, ଭୋଜି କରିବାକୁ ଯାଇ ଇବ୍ ନଦୀରେ ବୁଡି ଯାଇଥିଲେ
ସୁନ୍ଦରଗଡ: ଜନ୍ମଦିନ ଖୁସିରେ ଗତକାଲି ଭୋଜି କରିବା ପାଇଁ ଘରୁ ବାହାରିଥିଲେ ୨ଭାଇ ମହମ୍ମଦ ଫରହାନ ଏବଂ ମହମ୍ମଦ ରିଜୱାନ । ତାଙ୍କ ସହ ଯାଇଥିଲେ ତାଙ୍କ କାକା ମହମ୍ମଦ ସାଜିଦ । କିନ୍ତୁ କିଏ ବା ଜାଣିଥିଲା ନଦୀରେ ଛକିଥିଲା ମୃତ୍ୟୁ । ଫରହାନଙ୍କ ପାଇଁ ଜନ୍ମଦିନ ପାଲଟିଗଲା ମରଣଦିନ । ନିଜ ସହ…