Latest Odisha News

BREAKING NEWS

Yearly Archives

2024

ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର: ରାଜ୍ୟ ସରକାର ଦୁଇ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ପୋଲିସର ମହାନିର୍ଦ୍ଦେଶକ (ଡିଜି) ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ୧୯୯୨ ବ୍ୟାଚ୍‌ର ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଲଳିତ ଦାସ ଓ ସପ୍ନା ତିୱାରୀଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅନ୍ୟାଦେଶ ପର୍ଯ୍ୟନ୍ତ ଲଳିତ…

ଯଶସ୍ୱୀଙ୍କ ନାମରେ ଯୋଡି ହେଲା ଅନେକ କୀର୍ତିମାନ

ଧର୍ମଶାଳା: ଇଂଲଣ୍ଡ ବିପକ୍ଷ ୫ମ କ୍ରିକେଟ ଟେଷ୍ଟରେ ଭାରତର ଓପନର ଯଶସ୍ୱୀ ଜୈସୱାଲ ଅନେକ କୀର୍ତିମାନ ସ୍ଥାପନ କରିଛନ୍ତି । ସବୁଠାରୁ କମ ଇନିଂସରେ ୧୦୦୦ରନ ହାସଲରେ ସେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି । ଯଶସ୍ୱୀ ୧୬ ଇନିଂସରେ ଏହା ସଫଳତା ହାସଲ କରିଥବା ବେଳେ ବିନୋଦ କାମ୍ବଲୀ ୧୪ ଇନିଂସ ସହ ଏବେ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆପ୍ ନେତା ସୌରଭ ଭରଦ୍ବାଜ ଓ ବିରେନ୍ଦର ସିଂ କାଡିଆନ

ଭୁବନେଶ୍ୱର: ଅସନ୍ତାକାଲି ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦିଲ୍ଲୀ ମନ୍ତ୍ରୀ ତଥା ଆପ୍ ନେତା ସୌରଭ ଭରଦ୍ବାଜ ଏବଂ ରାଜ୍ୟ ପ୍ରଭାରୀ ବିରେନ୍ଦର ସିଂ କାଡିଆନ। ଦଳୀୟ କାର୍ଯ୍ୟକ୍ରମରେ ଓଡ଼ିଶା ଗସ୍ତରେ ଆସି ଦିନ ୧୧.୫୫ ସମୟରେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ।…

ବିଜେଡି-ବିଜେପି ମେଂଟ: କାହାର ଫାଇଦା ?

ଭୁବନେଶ୍ୱର: ମେଂଟ ଚର୍ଚ୍ଚାକୁ ନେଇ ଉଠୁଛି ପଡୁଛି ରାଜ୍ୟ ରାଜନୀତି । ରାଜ୍ୟରେ ଡବଲ୍ ଇଂଜିନରେ ଗଡିବ କି ବିଜେଡି-ବିଜେପି ସମଝୌତା ଏକ୍ସପ୍ରେସ୍ ? ନବୀନ ନିବାସରୁ ନୂଆଦିଲ୍ଲୀ ମାରାଥନ୍ ବୈଠକ । ମେଂଟ ପାଇଁ ରାଜନୈତିକ ପାଣିପାଗ କେତେ ଅନୁକୂଳ ? ସୋସିଆଲ୍ ମିଡିଆରେ ଟ୍ରେଣ୍ଡ କରୁଛି ଅନେକ ଆକଳନ,…

ଆମେଠିରେ କଂଗ୍ରେସକୁ ଘାରିଛି ପରାଜୟର ଭୟ: ସ୍ମୃତି ଇରାନୀ

ନୂଆଦିଲ୍ଲୀ: ଖୁବଶୀଘ୍ର ଘୋଷଣା ହେବାକୁ ଯାଉଛି ଲୋକସଭା ନିର୍ବାଚନ ତାରିଖ। ଏହାପୂର୍ବରୁ ବିଜେପି-କଂଗ୍ରେସ ସମେତ ସମସ୍ତ ଦଳ ପ୍ରାର୍ଥୀ ଚୟନ କରିବାରେ ବ୍ୟସ୍ତ ଅଛନ୍ତି। ୧୯୫ଟି ଆସନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ କଂଗ୍ରେସ ଏପର୍ଯ୍ୟନ୍ତ ନିଜର ପ୍ରାର୍ଥୀ ଘୋଷଣା କରିନାହିଁ।…

ଆଇପିଏଲ ପରେ ଅବସର ନେଇ ପାରନ୍ତି ଦୀନେଶ

ମୁମ୍ବାଇ: ୱିକେଟକିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତିକ ଆଇପିଏଲ ୨୦୨୪ ପରେ ଅବସର ନେଇପାରନ୍ତି । କାର୍ତିକ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ଶେଷ ସିଜନ ଖେଳିବାକୁ ଯାଉଛନ୍ତି । ୨୦୨୨ରେ ଆରସିବି ତାଙ୍କୁ ମିନି ଅକ୍ସନରେ ୫.୫ କୋଟି ଟଙ୍କାରେ ନେଇଥିଲା । ସେ ଆନ୍ତର୍ଜାତୀୟ କ୍ରିକେଟରୁ…

୫ମ କ୍ରିକେଟ ଟେଷ୍ଟ: ଇଂଲଣ୍ଡ ବିପକ୍ଷରେ ଦୃଢ଼ ସ୍ଥିତିରେ ଟିମ ଇଣ୍ଡିଆ

ଧର୍ମଶାଳା: ଏଠାରେ ଆରମ୍ଭ ହୋଇଥିବା ଅନ୍ତିମ ତଥା ୫ମ କ୍ରିକେଟ ଟେଷ୍ଟର ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି । ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୨୧୮ ରନ କରି ଅଲଆଉଟ ହୋଇ ଯାଇଥିଲା । ଜ୍ୟାକ କ୍ରାଉଲେ ସର୍ବାଧିକ ୭୯ ରନ କରିଥିଲେ । ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଭାରତୀୟ…

ଗୃହ ମନ୍ତ୍ରଣାଳୟର ବଡ ଆକ୍ସନ, କାସିମ ଗୁଜ୍ଜରକୁ ଆତଙ୍କବାଦୀ ଘୋଷଣା

ନୂଆଦିଲ୍ଲୀ: ଗୃହ ମନ୍ତ୍ରଣାଳୟ (MHA) ପାକିସ୍ତାନ ଅଧିକୃତ କାଶ୍ମୀରରେ ରହୁଥିବା ଲଶ୍କର-ଏ-ତାଇବା ସଦସ୍ୟ ମହମ୍ମଦ କାସୀମ ଗୁଜ୍ଜରକୁ ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ, ୧୯୬୭ ଅନୁଯାୟୀ ଆତଙ୍କବାଦୀ ଘୋଷଣା କରିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏନେଇ ସୂଚନା ଦେଇଛି । ଗୃହ ମନ୍ତ୍ରଣାଳୟ…

“ସେଫ ସିଟି ଡ୍ରାଇଭ” ଅଭିଯାନ ଆରମ୍ଭ, ୩୫ଜଣ ମଦ୍ୟପ ଚାଳକଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର: ସହରରେ ଘଟୁଥିବା ବିଭିନ୍ନ ଅପରାଧକୁ ହ୍ରାସ କରିବା ନିମନ୍ତେ ଭୁବନେଶ୍ବର-କଟକ ଦ୍ଵୈତ ନଗରୀର ପୋଲିସ କମିଶନର ତଥା ଭୁବନେଶ୍ବର ଡିସିପିଙ୍କ ନିର୍ଦ୍ଦେଶ କ୍ରମେ “ସେଫ ସିଟି ଡ୍ରାଇଭ” ଅଭିଯାନ ଆରମ୍ଭ ହୋଇଛି। ଏହି କ୍ରମରେ ଭୁବନେଶ୍ଵର ସହରାଞ୍ଚଳ ପୋଲିସ ଜିଲ୍ଲା ତରଫରୁ ବିଭିନ୍ନ ଥାନା…

ମହାଶିବରାତ୍ରୀ; କମିଶନରେଟ ପୋଲିସର ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ଵର: ରାତି ପାହିଲେ ଦେବ ଦେବ ମହାଦେବଙ୍କ ମହାଶିବରାତ୍ରୀ । ସେଥିପାଇଁ ଚଳଚଞ୍ଚଳ ପୁରା ଭୁବେନଶ୍ଵର । ସେଥିପାଇଁ ପ୍ରସିଦ୍ଧ ଲିଙ୍ଗରାଜ ମନ୍ଦିରରେ ହୋଇଛି ବ୍ୟାପକ ବ୍ୟବସ୍ଥା । ଭକ୍ତମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ଅନେକ ନିଷ୍ପତି ନେଇଛି । ଏପଟେ ଆକ୍ସନ ମୋଡରେ…