Latest Odisha News

BREAKING NEWS

Yearly Archives

2024

ପାଣିପାଗରେ ପରିବର୍ତ୍ତନ; ଆସନ୍ତା ୭ ଓ ୮ରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ

ଭୁବନେଶ୍ବର: ମାର୍ଚ୍ଚ ମାସ ଆରମ୍ଭରୁ କେତେକ ଅଞ୍ଚଳରେ ଅସହ୍ୟ ତାତିରୁ ମୁକ୍ତି ମିଳିଛି । ଖରାର ପ୍ରକୋପ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…

ହାତୀ ଆକ୍ରମଣରେ ମହିଳା ଗୁରୁତର, ବନବିଭାଗରକର୍ମୀଙ୍କୁ ଅଟକ ରଖିଲେ ଗାଁ ଲୋକେ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଧୋକୁଟା ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହେବା ପରେ ଗାଁରେ ଉତ୍ତେଜନା ପରିସ୍ଥିତି ଦେଖା ଦେଇଛି । ଗାଁ ଲୋକ ରାସ୍ତା ଅବରୋଧ କରିବା ସହ ବନବିଭାଗର କର୍ମଚାରୀ ମାନଙ୍କୁ ଅଟକ ରଖିଛନ୍ତି । ସୂଚନା ଅନୁସାରେ, ଗାଁର ସବିତା ନାମକ ଜଣେ ମହିଳା ସକାଳୁ ଗାଁ…

ମାର୍ଚ୍ଚ ୧୪, ୧୫ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ!

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନ ନେଇ ଖୁବଶୀଘ୍ର ଘୋଷଣା ହୋଇପାରେ ତାରିଖ । ଆସନ୍ତା ୧୪ କିମ୍ବା ୧୫ ତାରିଖରେ ନିର୍ବାଚନ ଆୟୋଗ ଏନେଇ ଘୋଷଣା କରିପାରନ୍ତି । ୨୦୧୯ ଭଳି ୭ଟି ପର୍ଯ୍ୟାୟରେ ହୋଇପାରେ ନିର୍ବାଚନ । ଏପ୍ରିଲ ମାସ ଦ୍ବିତୀୟ ସପ୍ତାହରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇପାରେ…

ନବୀନ ନିବାସରେ ବିରଞ୍ଚି, ଅମେରଶ

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଇଁ ନବୀନ ନିବାସରେ ନେତାଙ୍କ ଭିଡ଼ ଲାଗୁଛି । ନିଜ ନିଜ ସମର୍ଥକଙ୍କ ସହ ଆସି ଟିକଟ ଲବି ପାଇଁ ଭିଡ ଜମାଉଛନ୍ତି ନେତା । ଆଜି ପୁଣି ଥରେ ଭୁବନେଶ୍ବର ଏକାମ୍ର ଏବଂ ମଧ୍ୟ ନିର୍ବାଚନ ମଣ୍ଡଳୀ ଟିକଟ ପାଇଁ ନବୀନ ନିବାସରେ ଜମିଛି ଭିଡ଼ । ମୁଖ୍ୟମନ୍ତ୍ରୀଙ୍କ ନବୀନ…

ମାଓବାଦୀ ଲିଙ୍କ ମାମଲା: ପୂର୍ବତନ ପ୍ରଫେସର ଜିଏନ୍ ସାଇବାବା ନିର୍ଦ୍ଦୋଷରେ ଖଲାସ

ନୂଆଦିଲ୍ଲୀ: ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର  ଜିଏନ୍ ସାଇବାବାଙ୍କୁ ବମ୍ୱେ ହାଇକୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।  ମାଓବାଦୀ ଲିଙ୍କ ମାମଲାରେ ଆଜୀବନ କାରାଦଣ୍ଡକୁ ବମ୍ୱେ ହାଇକୋର୍ଟ ଆଜି ରଦ୍ଦ କରିଛନ୍ତି । ପ୍ରଫେସର ସାଇବାବା ବର୍ତ୍ତମାନ ନାଗପୁର କେନ୍ଦ୍ରୀୟ ଜେଲରେ…

କେନ୍ଦ୍ରରେ କଂଗ୍ରେସ ସରକାର ଆସିବା କ୍ଷଣି ମୋଦୀଙ୍କୁ ଜୀବନରୁ ମାରିଦେବି, ଖଣ୍ଡା ଧରି ମୋଦୀଙ୍କୁ ଧମକ ଦେଲେ ଯୁବକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ କର୍ଣ୍ଣାଟକର ଜଣେ ବ୍ୟକ୍ତିଙ୍କ ବିରୋଧରେ ଏଫଆଇଆର ଦାଖଲ କରାଯାଇଛି । ମହମ୍ମଦ ରସୁଲ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ୍ କରିଥିବା ଏକ ଭିଡିଓ ମାଧ୍ୟମରେ ଏହି ଧମକ ଦେଇଛନ୍ତି । ଯେଉଁଥିରେ ସେ ଏକ ଖଣ୍ଡା…

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଆଜି କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ କ୍ରୀଡ଼ା ଓ ଯୁବସେବା ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା…

ପେପର ଲିକ୍ ମାମଲାରେ ଯୋଗୀ ସରକାରଙ୍କ ଆକ୍ସନ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ପୋଲିସ୍ କନଷ୍ଟେବଳ ନିଯୁକ୍ତି ପରୀକ୍ଷାରେ ଯୋଗୀ ସରକାର କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଯୋଗୀ ପେପର ଲିକ୍ ମାମଲାରେ ଡିଜି ରେଣୁକା ମିଶ୍ରଙ୍କୁ ତାଙ୍କ ପଦବୀରୁ ହଟାଇ ଦେଇଛନ୍ତି। ବର୍ତ୍ତମାନ ରାଜୀବ କୃଷ୍ଣଙ୍କୁ ଡିଜି ପୋଲିସ ନିଯୁକ୍ତି ବୋର୍ଡର ଅତିରିକ୍ତ…

ଅତିଥି ବେଶରେ ଆସିଲେ; ରିସେପସନ୍ ପାର୍ଟିରୁ ସୁନା ଟଙ୍କା ଭର୍ତ୍ତି ବ୍ୟାଗ୍‌ ଧରି ଚମ୍ପଟ ମାରିଲେ

ପୁରୀ: ଅତିଥି ବେଶରେ ଆସି ରିସେପସନ ମଣ୍ଡପରୁ ୧୦ ଲକ୍ଷ ଟଙ୍କାର ଗିଫ୍ଟ ନେଇ ଚମ୍ପଟ ମାରିଲା ଦୁର୍ବୁତ୍ତ । ଭୁବନେଶ୍ବର ପରେ ଏବେ ପୁରୀ ବଳିଆପଣ୍ଡା ଥାନା ଅଞ୍ଚଳରେ ଏଭଳି ଘଟଣା ସାମ୍ନାକୁ ଆସିଛି । ଏନେଇ ଥାନାରେ ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ବର୍ତ୍ତମାନ ସୁଦ୍ଧା କେତେ ଟଙ୍କାର…

ଇସ୍ରାଏଲରେ ମିସାଇଲ ଆକ୍ରମଣ; ଜଣେ ଭାରତୀୟ ମୃତ, ଦୁଇ ଆହତ

ନୂଆଦିଲ୍ଲୀ: ଇସ୍ରାଏଲର ଉତ୍ତର ସୀମାରେ ଥିବା ମାର୍ଗାଲିଅଟ୍ ନିକଟରେ ଥିବା ଏକ  ବଗିଚାରେ ଲେବାନନରୁ ଆଣ୍ଟି-ଟ୍ୟାଙ୍କ କ୍ଷେପଣାସ୍ତ୍ର ମାଡ଼ ହେବା ପରେ ଜଣେ ଭାରତୀୟ ନାଗରିକଙ୍କର ମୃତ୍ୟୁ ଘଟିଛି । ଏଥିସହ  ଦୁଇ ଜଣ ଆହତ ହୋଇଛନ୍ତି । ସମସ୍ତ ମୃତାହତ ଦକ୍ଷିଣ କେରଳର ବାସିନ୍ଦା  ବୋଲି…