ଲାଂଚ ନେଇ ଧରାପଡ଼ିଲେ ଏଏସଆଇ
କଟକ: ଲାଂଚ ନେବା ପଡ଼ିଲା ମହଙ୍ଗା । ଭିଜିଲାନ୍ସ ହାତରେ ଧରାପଡ଼ିଲେ କଟକ ଭଦ୍ରେଶ୍ବର ଥାନା ଏଏସଆଇ ଆଲୋକ ଷଡ଼ଙ୍ଗୀ । ଥାନା ପରିସରରେ ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ଏକ ମାମଲାର ଦଫା କୋହଳ ପାଇଁ ଏଏସଆଇ ଆଲୋକ ଲାଞ୍ଚ ଲାଂଚ ନେଉଥିବା ବେଳେ ଭିଜିଲାନ୍ସ…