Latest Odisha News

BREAKING NEWS

Yearly Archives

2024

ରାଜଧାନୀରେ ଯୁବ କଂଗ୍ରେସ ବିକ୍ଷୋଭ: ପୋଲିସ ଉପରକୁ ଅଣ୍ଡାମାଡ଼

ଭୁବନେଶ୍ବର: ସରକାରଙ୍କ ବିରୋଧରେ ତାତିଲା ଯୁବ କଂଗ୍ରେସ । ସରକାରଙ୍କ ବିଫଳତାକୁ ମୁଦ୍ଦା କରି ଯୁବ କଂଗ୍ରେସର ପ୍ରତିବାଦ । ରଣହୁଙ୍କାର ଦେଇ ନବୀନ ନିବାସ ଅଭିମୁଖେ ମାଷ୍ଟରକ୍ୟାଣ୍ଟିନରୁ ବାହାରିଥିଲା ଯୁବ କଂଗ୍ରେସ ରାଲି । ରାଲିରେ ସାମିଲ ହୋଇଥିଲେ ଶତାଧିକ କଂଗ୍ରେସ କର୍ମୀ । ରାଲିକୁ…

ନବୀନ ନିବାସରେ ନେତାଙ୍କ ଭିଡ଼

ଭୁବନେଶ୍ବର: ପାଖଉଛି ନିର୍ବାଚନ ତାରିଖ, ଆଉ ଟିକେଟ୍ ପାଇଁ ଏବେ ନବୀନ ନିବାସରେ ଜମୁଛି ନେତାଙ୍କ ଭିଡ଼ । ଆଜି ମୁଖ୍ୟମନ୍ତ୍ରୀ ନିବାସରେ ବିଜେଡି ନେତାଙ୍କ ପ୍ରବଳ ଭିଡ଼ ଜମିଛି । ନିଜ ସମର୍ଥକଙ୍କ ସହ ଆସି ପହଂଚିଛନ୍ତି ରାଜ୍ୟର ବିଭିନ୍ନ ଅଞ୍ଚଳର ନେତା । ବିଧାୟକ ରାଜେନ୍ଦ୍ର ସାହୁ, ଭୁବନେଶ୍ବର…

ସଫଳତା ଆଣିଛି ଛେଳି ଚାଷ, ବିଦେଶି ଛେଳିଚାଷ କରି ସ୍ଵାବଲମ୍ବୀ ହୋଇଛନ୍ତି ମହିଳା

ସୋନପୁର: ଦିନେ ଘରର ଚାରି କାନ୍ଥ ଭିତରେ ଆବଦ୍ଧ ରହିଥିବା ବେଳେ ମାନସିକ ଓ ଶାରୀରିକ ନିର୍ଯ୍ୟାତନାର ଶିକାର ହେଉଥିଲା ମହିଳା l ଏବେ କିନ୍ତୁ ବଦଳିଛି ସମୟ । ବଦଳିଛି ମହିଳାଙ୍କ କାମ । ଘରର ଚାରିକାନ୍ଥ ଭିତରୁ ବାହାରି ଏବେ ମହିଳାମାନେ ନିଜ ପ୍ରଚେଷ୍ଟାରେ ହୋଇପାରୁଛନ୍ତି ସ୍ଵାବଲମ୍ବୀ । ଆଉ…

ଛତିଶଗଡ଼ ମାଓ ପ୍ରବଣ ଜିଲ୍ଲା ସୁକୁମାକୁ ହେଲିକପ୍ଟରରେ ଗଲା ପ୍ରଶ୍ନପତ୍ର

ସୁକୁମା: ହେଲିକପ୍ଟରରେ ଗଲା ପରୀକ୍ଷା ପ୍ରଶ୍ନପତ୍ର । ଏଭଳି ଘଟଣା ଦେଖିବାକୁ ମିଳିଛି ଛତିଶଗଡର ସୁକୁମା ଜିଲ୍ଲାରେ । ଆଜିଠାରୁ ଛତିଶଗଡରେ ଦଶମ ଓ ଦ୍ୱାଦଶ ପରୀକ୍ଷା ଆରମ୍ଭ ହୋଇଛି । ହେଲେ ସୁକମା ଜିଲ୍ଲା ମାଓ ପ୍ରବଣ ହୋଇଥିବାରୁ ସେଠାର ଜଗରଗୁଣ୍ଡା ପରୀକ୍ଷା କେନ୍ଦ୍ରକୁ ହେଲିକପ୍ଟର ଯୋଗେ ଦଶମ…

ମାତ୍ର ୨୦୦ ଟଙ୍କାରେ ପାଇବେ ଭଳି କି ଭଳି ପନିପରିବା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ: ବର୍ତ୍ତମାନ, ଦୁଇ-ଚାରୋଟି ପନିପରିବା ବ୍ୟତୀତ ବଜାରରେ ସମସ୍ତ ପନିପରିବାର ଦର ଆକାଶଛୁଆଁ । ସାଧାରଣ ଲୋକେ ଫୁଲ କୋବି, ପତ୍ର କୋବି, ଗାଜର ଏବଂ କିଛି କିଛି ସବୁଜ ପନିପରିବା ଖାଇବାକୁ ବାଧ୍ୟ ହେଉଛନ୍ତି । କାରଣ ଏଗୁଡିକ ବର୍ତ୍ତମାନ କମ୍ ଦରରେ ବିକ୍ରି ହେଉଥିବାରୁ ସେମାନଙ୍କ ବଜେଟ୍…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି

ବ୍ରହ୍ମପୁର: ଓଡିଶା ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିରେ ସ୍ୱର୍ଣ୍ଣ ପଦକ ପାଇବାକୁ ଥିବା ୧୦ ଜଣଙ୍କୁ ପଦକ…

କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର: ଆଗକୁ ଆସୁଛି ନିର୍ବାଚନ । ଏହି ସମୟରେ ନେତା କର୍ମୀଙ୍କ ଚାଲିଛି ଦଳ ଅଦଳ ବଦଳ । ଏବେ କଂଗ୍ରେସରୁ ମୁହଁ ଫେରାଇ ନେଇଛନ୍ତି ରଜତ ଚୌଧୁରୀ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ରଜତ ପଠାଇଛନ୍ତି ତାଙ୍କ…

ଦହିବରା ଆଳୁଦମ୍ ଦିବସ: ରାଜ୍ୟର ଏକ ଛୋଟ ଗଳିରୁ ଆରମ୍ଭ ହୋଇ ଆଜି ବିଶ୍ଵପ୍ରସିଦ୍ଧ ଏହି ଖାଦ୍ୟ

ଭୁବନେଶ୍ଵର: ଦହିପାଣିରେ ଭିଜା ଯାଇଥିବା ବରା ସାଙ୍ଗକୁ ଆଳୁଦମ । ଏହା ସହ ପିଆଜ, ସେଓ ଓ ପୁଦିନା ଚଟଣି । ସକାଳ ହେଉ କି ମଧ୍ୟାହ୍ନ ଦହିବରା ସାଙ୍ଗରେ ଆଳୁଦମ ଏକ ସ୍ୱତନ୍ତ୍ର ମହତ୍ତ୍ୱ ରଖେ । ବିଶେଷ କରି ଖରା ଦିନରେ ଦହିବରା ଖାଇବା ପରେ ଦହି ପାଣି ପିଇବାର ମଜା ଯିଏ ଅନୁଭବ କରିଛି ସିଏ ହିଁ…

ବିବାହିତ ଝିଅ ପାଇବେ ଅନୁକମ୍ପାମୂଳକ ନିଯୁକ୍ତି: ହାଇକୋର୍ଟ

କଟକ: ଆଉ ନିଯୁକ୍ତିରୁ ବଂଚିତ ହେବେନି ମୃତ କର୍ମଚାରୀଙ୍କ ବିବାହିତା ଝିଅ । ବିବାହ ପରେ ବି ଝିଅଙ୍କୁ ମିଳିବ ଅନୁକମ୍ପା ମୂଳକ ନିଯୁକ୍ତି । ଏହି ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । ବିବାହିତ ହୋଇଥିବା କାରଣରୁ ଝିଅଙ୍କୁ ଅନୁକମ୍ପାମୂଳକ ନିଯୁକ୍ତିରୁ ବଂଚିତ…

ସ୍କୁଲ ଭିତରେ ମଦ ପିଇଲେ ଶିକ୍ଷକ; କହିଲେ, ମୁଁ ପ୍ରତିଦିନ ପିଏ, ଉଠାଅ ଫଟୋ

ନୂଆଦିଲ୍ଲୀ:  ଜଣେ ଶିକ୍ଷକ ସ୍କୁଲରେ ବସି ମଦ୍ୟପାନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଛତିଶଗଡ଼ ବିଳାସପୁର ସ୍ଥିତ ଏକ ପ୍ରାଥମିକ ବିଦ୍ୟାଳୟରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି । ଅଭିଯୁକ୍ତ ଶିକ୍ଷକଙ୍କ ନାଁ ସନ୍ତୋଷ କୁମାର କେନୱାଡା। ସୂଚନା ଅନୁସାରେ,ଗତ…