ପିଏମ ସୂର୍ଯ୍ୟଘରକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ, ପ୍ରତି ଘରକୁ ମିଳିବ ୭୮ହଜାରର ସବସିଡି
ନୂଆଦିଲ୍ଲୀ; ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଦ୍ୟୁତ୍ ଯୋଜନାକୁ ମିଳିଲା କ୍ୟାବିନେଟ୍ ଅନୁମୋଦନ । କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଏକ ପ୍ରେସ୍ ସମ୍ମିଳନୀରେ କହିଛନ୍ତି କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପିଏମ୍ ସୂର୍ଯ୍ୟଘର ମାଗଣା ବିଦ୍ୟୁତ ଯୋଜନାକୁ ମଞ୍ଜୁରୀ ମିଳିଛି…