Latest Odisha News

BREAKING NEWS

Yearly Archives

2024

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ : ଚତୁର୍ଦ୍ଧା ବିଗ୍ରହ

ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଯିଏ ନିଜ ଇଚ୍ଛାରେ ରୁପାୟିତ ହେବାକୁ ଲୀଳା ରଚିଛନ୍ତି। ତାଙ୍କ ପାଇଁ ସବୁ ଅଘଟଣା ବି ଏକ ଘଟଣା ପାଲଟେ।ସବୁ ବିଚିତ୍ରତା, ସାମାନ୍ୟ ହୋଇ ବୈଚିତ୍ରମୟ ହୋଇଯାଏ। ସବୁ…

ପିକଅପ୍ ଓଲଟି ପଡ଼ିବାରୁ ୧୪ ଜଣଙ୍କର ମୃତ୍ୟୁ, ୨୧ ଆହତ

ଭୋପାଳ: ମଧ୍ୟପ୍ରଦେଶର ଡିଣ୍ଡୋରିରେ ବୁଧବାର ରାତିରେ ଏକ ପିକଅପ୍ ଗାଡ଼ି ଓଲଟି ପଡ଼ିବାରୁ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି। ଡିଣ୍ଡୋରି ଜିଲ୍ଲାର ବଦଜର ଗ୍ରାମ ନିକଟରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ କିଛି ଗ୍ରାମବାସୀ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି।…

ସନ୍ଦେଶଖାଲି ଅଭିଯୁକ୍ତ ତଥା ଟିଏମସି ନେତା ଶାହାଜାହାଁ ଶେଖ ଗିରଫ

କୋଲକାତା: ବହୁଚର୍ଚ୍ଚିତ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ତୃଣମୂଳ କଂଗ୍ରେସ ନେତା ଶେଖ ଶାହାଜାହାନଙ୍କୁ ଗିରଫ କରାଯାଇଛି। ସନ୍ଦେଶଖାଲିରେ ମହିଳାଙ୍କ ଉପରେ ଯୌନ ନିର୍ଯାତନା ଏବଂ ଜମି ଜବରଦଖଲ ଅଭିଯୋଗରେ ଏହି ନେତା ଓ ତାଙ୍କ ସହଯୋଗୀଙ୍କ ବିରୋଧରେ ଅଭିଯୋଗ ରହିଛି। ଉତ୍ତର ୨୪…

ସରକାରୀ କ୍ୱାର୍ଟର୍ସରୁ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବୌଦ୍ଧ: ବୌଦ୍ଧ ଜିଲ୍ଲା ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ନିଜ ସରକାରୀ କ୍ୱାର୍ଟର୍ସରେ ଫ୍ୟାନ୍‌ରେ ଝୁଲି ଆତ୍ମହତ୍ୟା କରିଛନ୍ତି କନିଷ୍ଠ ଯନ୍ତ୍ରୀ ପ୍ରଦୀପ କୁମାର ଘୋଷ । ତେବେ ଏହାର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ…

ପ୍ରାଚୀ ଉପତ୍ୟକାର ଇତିହାସ ଓ ସଂସ୍କୃତି ସମ୍ପର୍କିତ ଆଲୋଚନା ଚକ୍ର ଅନୁଷ୍ଠିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ପ୍ରାଚୀ ପରିକ୍ରମା ଚାରିଟେବୁଲ୍‌ ନ୍ୟାସ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ପ୍ରାଚୀ ଉପତ୍ୟକାର ଇତିହାସ ଓ ସଂସ୍କୃତି ସମ୍ପର୍କିତ ଏକ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର ରାଜ୍ୟ ସଂସ୍କୃତି ବିଭାଗ ସମ୍ମିଳନୀ କକ୍ଷରେ…

ପୁରୀରେ ଗର୍ଜିଲା ମହିଳା ବିଜେପି

ପୁରୀ: ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନରେ ପାତର ଅନ୍ତର ନୀତି ଗ୍ରହଣ କରାଯାଇଥିବା ଅଭିଯୋଗ ଆଣିଛି ବିଜେପି ମହିଳା ମୋର୍ଚ୍ଚା।ପୁରୀ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଆଜି ସ୍ଥାନୀୟ ଟାଉନ ହଲ ଛକରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ…

ରିଲାଏନ୍ସ ଏବଂ ଡିଜନି ପକ୍ଷରୁ ଷ୍ଟ୍ରାଟେଜିକ୍ ମିଳିତ ଉଦ୍ୟୋଗ ଗଠନ ଘୋଷଣା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଭାୟାକମ୧୮ ମିଡ଼ିଆ ପ୍ରାଇଭେଟ ଲିମିଟେଡ଼ ଏବଂ ୱାଲ୍ଟ ଡିଜନି ପକ୍ଷରୁ ଭାୟାକମ୧୮ ଓ ଷ୍ଟାର ଇଣ୍ଡିଆ ପ୍ରାଇଭେଟ ଲିମିଟେଡ଼ ର ବ୍ୟବସାୟକୁ ଏକାଠି କରି ଏକ ମିଳିତ ଉଦ୍ୟୋଗ (ଜଏଣ୍ଟ ଭେଞ୍ଚର) ଗଠନ କରିବା ନେଇ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିବା ଘୋଷଣା…

୫ଜଣ ପେସ ବୋଲରଙ୍କ ପାଇଁ ସ୍ୱତନ୍ତ୍ର କଂଟ୍ରାକ୍ଟ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ନୂତନ ସେଂଟ୍ରାଲ କଂଟ୍ରାକ୍ଟ ଜାରୀ କରିଛି । ଏହା ବ୍ୟତୀତ ଯୁବ ପେସ ବୋଲରଙ୍କ ପାଇଁ ଏକ ସ୍ୱତନ୍ତ୍ର କଂଟ୍ରାକ୍ଟର ବ୍ୟବସ୍ଥା କରାଯାଇଛି । ଏଥିରେ ୫ଜଣ ଖେଳାଳିଙ୍କୁ ସାମିଲ କରାଯାଇଛି । ସେମାନେ ହେଲେ ଆକାଶଦୀପ, ବିଦ୍ୱଥ କୱରପ୍ପା, ଉମରାନ ମଲିକ,…

କାର୍ଡରେ ଭୁଲ ତାରିଖ ଉଲ୍ଲେଖ ଥିଲା, ଦିନକୁ ଆଗରୁ କନ୍ୟା ଘରେ ପଂହଚିଲା ବର

ହମୀରପୁର: ଉତରପ୍ରଦେଶର କୁରାରରେ ଏକ ମଜାଦାର ଘଟଣା ସମ୍ମୁଖକୁ ଆସିଛି । ବିବାହର ଦିନକ ପୂର୍ବରୁ ବର ବ୍ୟାଣ୍ଡ ବାଜା ସହିତ ଝିଅ ଘରେ ପଂହଚି ଯାଇଥିଲା । ଦୁଆର ମୁହଁରେ ବରକୁ ଦେଖି ଝିଅ ଘର ଓ ଗ୍ରାମବାସୀ ଆଶ୍ଚର୍ଯ୍ୟଚକିତ ହୋଇ ଯାଇଥିଲେ । ସକିରୋଦୀ ଗ୍ରାମର ସ୍ୱର୍ଗୀୟ ରାମଫଳ ଅନୁରାଗୀଙ୍କ ଝିଅ…

୧୨ ଜଣଙ୍କ ଉପରେ ଚଢିଗଲା ଦ୍ରୁତଗାମୀ ଟ୍ରେନ

ରାଞ୍ଚି: ଝାଡଖଣ୍ଡର ଜାମତରା ଜିଲ୍ଲାରେ ଏକ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିଥିବା ଖବର ସାମ୍ନାକୁ ଆସିଛି। ସୂଚନାନୁସାରେ, କାଲଜରିଆ ନିକଟରେ ଏକ ଟ୍ରେନ୍‌ରେ ୧୨ ଜଣଙ୍କ ଉପରେ ଚଢିଯିବାରୁ ସେମାନଙ୍କର ପ୍ରାଣହାନୀ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ଅନେକ ଲୋକ ଆହତ ହୋଇଛନ୍ତି ଏବଂ ଅନେକ…