Latest Odisha News

BREAKING NEWS

Yearly Archives

2024

ବିଜ୍ଞାପନରେ ଦଳୀୟ ଚିହ୍ନ ବ୍ୟବହାର ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ନିର୍ବାଚନ ଆୟୋଗଙ୍କ ଜବାବ ତଲବ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ବିଭିନ୍ନ ବିଜ୍ଞାପନରେ ଦଳୀୟ ଚିହ୍ନ ବ୍ୟବହାର କରିବା ରାଜ୍ୟ ସରକାରଙ୍କ ପାଇଁ ମହଙ୍ଗା ପଡ଼ିଛି। ଆଜି ନିର୍ବାଚନ କମିଶନ ଏନେଇ କଡ଼ା ଆଭିମୁଖ୍ୟ ପୋଷଣ କରି ଉଭୟ ଓଡ଼ିଶା ସରକାର ଓ ବିଜେଡିକୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ମାର୍ଚ୍ଚ ୨ ତାରିଖ…

ତୃତୀୟ ସନ୍ତାନର ପିତା ହେଲେ ନ୍ୟୁଜିଲାଣ୍ଡ କ୍ରିକେଟ ଟିମର ଅଧିନାୟକ ୱିଲିୟମସନ

ହାମିଲଟନ: ନ୍ୟୁଜିଲାଣ୍ଡ କ୍ରିକେଟ ଟିମର ଅଧିନାୟକ କେନ ୱିଲିୟମସନ ତୃତୀୟ ସନ୍ତାନର ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି । ତାଙ୍କ ପତ୍ନୀ ସାରା ରହୀମ ଏକ କନ୍ୟା ସନ୍ତାନର ମାଆ ହୋଇଛନ୍ତି । ଏହା ପୂର୍ବରୁ ୨୦୧୯ରେ ସାରାଙ୍କ ଗୋଟିଏ ଝିଅ ଏବଂ ୨୦୨୨ରେ ପୁଅ ହୋଇଥିଲା । ୱିଲିୟମସନ ପତ୍ନୀ ଓ…

ଆପଣଙ୍କ ପିଲାଙ୍କ ପାଇଁ କାହିଁକି ଜରୁରୀ ଅପାର କାର୍ଡ, ପଢନ୍ତୁ ପୂରା ରିପୋର୍ଟ

ନୂଆଦିଲ୍ଲୀ: ଆପର୍ କାର୍ଡ ଏକ ସ୍ୱୟଂଚାଳିତ ସ୍ଥାୟୀ ଏକାଡେମିକ୍ ଆକାଉଣ୍ଟ୍ ରେଜିଷ୍ଟ୍ରି କାର୍ଡ ଭାବରେ ମଧ୍ୟ ଜଣାଶୁଣା। ଏହା ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏକ ପଦକ୍ଷେପ। ଏହାର ଉଦ୍ଦେଶ୍ୟ ହେଉଛି ଭାରତର ସମସ୍ତ ଛାତ୍ରଙ୍କୁ ଏକ ଅନନ୍ୟ ଏବଂ ଡିଜିଟାଲ୍ ଏକାଡେମିକ୍ ରେକର୍ଡ ପ୍ରଦାନ…

ମାର୍ଚ୍ଚ ପହିଲାରୁ ବଦଳିଯିବ ଏହି ସବୁ ନିୟମ, ସୋସିଆଲ ମିଡ଼ିଆ ନିୟମରେ ହେବ ବଡ଼ ପରିବର୍ତ୍ତନ; ପଢନ୍ତୁ ପୂରା ରିପୋର୍ଟ

ନୂଆଦିଲ୍ଲୀ: ଆଉ ଦିନକ ପରେ ବିଦାୟ ନେବ ଫେବୃଆରୀ। ସବୁ ମାସ ଭଳି ପହିଲାରୁ ଅନେକ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ସୋସିଆଲ ମିଡ଼ିଆ ନିୟମ ଠାରୁ ଆରମ୍ଭ କରି ଆର୍ଥିକ ନେଣଦେଣ ସମ୍ବନ୍ଧିତ ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ଏପରିକି ଫାସଟ୍ୟାଗ ଠାରୁ ଆରମ୍ଭ କରି ଏଲପିଜି ସିଲିଣ୍ଡର…

ଓଡ଼ିଶା ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂକଳ୍ପବଦ୍ଧ: ଡ. ଲେଖାଶ୍ରୀ

ଭୁବନେଶ୍ୱର: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନକୁ ଆସିବା ପରେ ଓଡିଶାର ବିକାଶ ପାଇଁ ସଂକଳ୍ପବଦ୍ଧ ରହିଛନ୍ତି। ଓଡିଶାର ପ୍ରତ୍ୟେକ କ୍ଷେତ୍ର ଗମନାଗମନ, ପର୍ଯ୍ୟଟନ, ରେଳ, ନିଯୁକ୍ତି, ଓଡ଼ିଆଙ୍କୁ ଦେଶରେ ପ୍ରାଧାନ୍ୟ ଦେଇ ଆସିଛନ୍ତି। ଓଡିଶାର କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ…

ସେଂଟ୍ରାଲ କଂଟ୍ରାକ୍ଟରୁ ବାଦ ପଡିଲେ ଆୟାର, ଈଶାନ

ମୁମ୍ବାଇ: ଶ୍ରେୟାଶ ଆୟାର ଓ ଈଶାନ କିଶାନ ବିସିସିଆଇ ସେଂଟ୍ରାଲ କଂଟ୍ରାକ୍ଟରୁ ବାଦ ପଡିଛନ୍ତି । ସେମାନେ ରଣଜୀ କ୍ରିକେଟ ନ ଖେଳି ଆଇପିଏଲ ପାଇଁ ପ୍ରସ୍ତୁତି କରୁଥିଲେ । ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି, ରବୀନ୍ଦ୍ର ଜାଡେଜା ଓ ଯଶପ୍ରୀତ ବୁମରାହ ଏ ପ୍ଲସ ଗ୍ରେଡରେ ସ୍ଥାନ ବଜାୟ ରଖିଛନ୍ତି…

ଛାତ୍ରାବାସ ରୋଷ ଶାଳାରେ ଚୁଲି ଧୁଆଁକୁ ନା!

ଭୁବନେଶ୍ୱର: ପରିବେଶ ସୁରକ୍ଷା ଦିଗରେ ବଡ଼ ପଦକ୍ଷେପ । ସମସ୍ତ ବିଦ୍ୟାଳୟ ଏବଂ ଛାତ୍ରାବାସରେ ଲାଗିବ ଏଲପିଜି । ଆଉ କାଠ ଚୂଲାରେ ହେବନି ବ୍ୟବହାର।ରାଜ୍ୟ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ବିଲ୍ ଗେଟସ୍‍ଙ୍କୁ କିସ୍ ହ୍ୟୁମାନିଟାରିଆନ୍ ସମ୍ମାନ

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‍ ଗେଟସ୍‍ଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ ପ୍ରଦାନ କରାଯାଇଛି। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବିଲ୍‍ ଗେଟସ୍‍ଙ୍କୁ ଏହି ସମ୍ମାନ ପ୍ରଦାନ…

ବାଲେଶ୍ୱରରେ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍‌ଘାଟନ

ବାଲେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଉଭୟ ମନ୍ମଥ ଦାସ ଓ ମନୋଜ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…

ଲକ୍ଷ୍ମୀ ବସ୍: ସରକାରଙ୍କ ଅର୍ଥ, ବସ୍‌ର ମାଲିକ ବାହାର ରାଜ୍ୟର କମ୍ପାନୀ

ଭୁବନେଶ୍ୱର: ଓଡିଶାରେ ଦୁର୍ନୀତି ଖୁଲମଖୋଲା ଚାଲିଛି । ଅଣଓଡ଼ିଆ ବ୍ୟବସାୟୀମାନଙ୍କୁ ଲୋଭ ଦେଖାଇ ସରକାରୀ ଅର୍ଥକୁ ସେମାନଙ୍କ ହାତରେ ଟେକି ଦିଆଯାଉଛି । ଯାହାର ଜ୍ୱଳନ୍ତ ଉଦାହରଣ ହେଉଛି ଓଡ଼ିଶାରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ ଯୋଜନା ।  ଲକ୍ଷ୍ମୀ ବସ୍ ଯୋଜନାକୁ ନେଇ ରାଜ୍ୟ ସରକାର ବ୍ୟାପକ…