Latest Odisha News

BREAKING NEWS

Yearly Archives

2024

ଇଡିରେ ପ୍ରଫୁଲ୍ଲ ସାମଲ

ଭୁବନେଶ୍ବର: ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବାରିପଦା ଇଂଜିନିୟରିଂ ଜମି ମାମଲାରେ ହାଜର ହୋଇଛନ୍ତି ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ପ୍ରଫୁଲ୍ଲ ଏବଂ ତାଙ୍କ ପୁଅକୁ ହାଜର ହେବାକୁ ଇଡି ନୋଟିସ କରିଥିଲା । ଭଦ୍ରକ ଭଣ୍ଡାରିପୋଖରୀ ବିଧାୟକଙ୍କ ଘରେ କିଛି ଦିନ ତଳେ…

ଚାଲିଥିଲା ବଜ୍ରକାପ୍ତା ଡିଲ୍ ମାଡି ବସିଲା ବନବିଭାଗ, ୬ ଗିରଫ

ନୂଆପଡା: ନୂଆପଡା ଜିଲ୍ଲା ସିନାପାଲି ରେଞ୍ଜ ଚଉରା ଜଙ୍ଗଲରେ ଚାଲିଥିଲା ବଜ୍ରକାପ୍ତା ଡିଲ୍ ଖବରପାଇ ମାଡିବସିଲା ବନ ବିଭାଗ । ଘଟଣାସ୍ଥଳରୁ ୧୧ କେଜିର ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିବାସହ ୬ ଜଣଙ୍କୁ ଗିରଫ କରିଛି ବନବିଭାଗ । ଏହାସହ ତିନୋଟି ବାଇକ ମଧ୍ୟ ଜବତ କରିଛି । ବେଆଇନ ଭାବେ…

ଦେଖାଦେବନି ବିଜୁଳି ସଙ୍କଟ: ଟିପିଏସ୍ଓଡିଏଲର ପ୍ରସ୍ତୁତି

ବ୍ରହ୍ମପୁର: ମାଡ଼ି ଆସୁଛି ଖରା । ଏଥିରୁ ତ୍ରାହି ପାଇବାକୁ ଟିପିଏସ୍ଓଡିଏଲ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ଯେପରି ଉପଭୋକ୍ତା ବିଦ୍ୟୁତ ସଂକଟ ଦେଇ ଗତିକରିବେନି ଏବଂ ନିରବଚ୍ଛିନ୍ନ ତଥା ଭରସାଯୋଗ୍ୟ ବିଜୁଳି ସେବା ଯୋଗାଇଦେବା ଲକ୍ଷ୍ୟ ରଖାଯାଇଛି । ଏଥିପାଇଁ ଟିପିଏସ୍ଓଡିଏଲ୍, ଟାଟା…

ଜାହାଜରୁ କୋଟି କୋଟି ଟଙ୍କାର ଡ୍ରଗ୍ସ ଜବତ; ୫ ବିଦେଶୀ ନାଗରିକ ଗିରଫ

ନୂଆଦିଲ୍ଲୀ: ଗୁଜୁରାଟର କଚ୍ଛରୁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ବିପୁଳ ପରିମାଣର ଡ୍ରଗ୍ସ  ଜବତ କରିଛି । ଭାରତୀୟ ନୌସେନା ଓ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ମିଳିତ ଭାବେ ଏହି ଅପରେସନ୍ କରିଥିଲେ । ବିଭିନ୍ନ ପ୍ରକାରର ୩୩୦୦ କିଲୋଗ୍ରାମ ଡ୍ରଗ୍ସ ଜବତ କରାଯାଇଛି । ଏହି…

ପୁରୀରେ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ସହ କ୍ରୀଡ଼ା ଛାତ୍ରାବାସକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀରେ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ସହ କ୍ରୀଡ଼ା ଛାତ୍ରାବାସକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଶ୍ରୀଜଗନ୍ନାଥ କ୍ରିକେଟ ଷ୍ଟାଡିୟମ ପରିସରରେ ଏକ ସ୍ବତନ୍ତ୍ର ସଭା ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ଏହି…

ଭାଷା ଭାଗବତ : ସୂର୍ଯ ଶକ୍ତି-ଘର

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ  ସକାଳୁ ସଂଜ ଯାଏଁ ସୂର୍ଯ କରେ ଆଲୋକଦାନ କାର୍ଯ ତା'ପରେ ବାର ଘଂଟା ଛୁଟି କରେନି ନିଜର ପାଇଟି ଏଥିରେ ନାହିଁ ବ୍ୟତିକ୍ରମ ତେଣୁ ତ ଲାଗେ ମନୋରମ ସୂର୍ଯ ଅତ୍ୟଂତ ଶୃଂଖଳିତ ହୁଏ ଉଦୟ, ପୁଣି…

ମାଲିରେ ମର୍ମନ୍ତୁଦ ଦୁର୍ଘଟଣା;  ୩୧ ମୃତ

ନୂଆଦିଲ୍ଲୀ: ପଶ୍ଚିମ ଆଫ୍ରିକୀୟ ଦେଶ ମାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ୩୧ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସମସ୍ତ ମୃତକ ପଶ୍ଚିମ ଆଫ୍ରିକା ଅଞ୍ଚଳ ମାଲିୟନର ବୋଲି ସୂଚନା ମିଳିଛି । ଗତକାଲି ଅପରାହ୍ନ ୫ ଟାରେ ମାଲିର ପଶ୍ଚିମ ସହର କେନିବା ନିକଟରେ…

ଥମୁନି ଏନଏସି ଦାବି ନିଆଁ; ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ

ସମ୍ବଲପୁର/ବାଲେଶ୍ବର: ଏନଏସି ଘୋଷଣା ଦାବିରେ ତେଜୁଛି ପ୍ରତିବାଦ । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି । ଏହି କ୍ରମରେ ସମ୍ବଲପୁର ଜିଲ୍ଲାର ବାମରା ଓ ବାଲେଶ୍ବରର ଖଇରାରେ ବନ୍ଦ ପାଳନ କରାଯାଇଛି । ରାଜ୍ୟ ସରକାର ୩୫ ଗୋଟି ଏନଏସି ଘୋଷଣା କରିଥିବାବେଳେ ଏଥିରୁ…

ଦେଶର ନୂଆ ଲୋକପାଳ ହେଲେ ଜଷ୍ଟିସ୍‌ ଏ.ଏମ୍‍ ଖାନୱିଲକର

ନୂଆଦିଲ୍ଲୀ: ଦେଶର ନୂଆ ଲୋକପାଳ ଭାବେ ନିଯୁକ୍ତି ପାଇଲେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏ.ଏମ୍‍ ଖାନୱିଲକର । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆଯାଇଛି । ଜଷ୍ଟିସ ପିନାକୀ ଚନ୍ଦ୍ର ବୋଷ ଲୋକପାଳ ଦାୟିତ୍ୱରୁ ଅବସର ନେବା ପରେ ୨୦୨୨ ମସିହାରୁ ପ୍ରାୟ ଦୁଇବର୍ଷ ହେଲା ଏହି ପଦବୀ…