ଦେବଗଡ଼ ପୁରୁଣାଗଡ଼ ଠାରେ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଲୋକାର୍ପଣ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଦେବଗଡ଼: ଓଡ଼ିଶାର ଯୁବପିଢିଙ୍କ ସ୍କିଲିଂ ବଢାଇବା ଦିଗରେ ସମ୍ବଲପୁର ଓ ଢେଙ୍କାନାଳ ପରେ ଆଜି ଦେବଗଡ ଠାରେ ଏନଏସଡିସିର ‘ସ୍କିଲ୍ ଇଣ୍ଡିଆ ସେଣ୍ଟର’ (ଏସଆଇସି)ର ଲୋକାର୍ପଣ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, 'ଦେବଗଡ଼…