ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଯୋଶୀଙ୍କ ଦେହାନ୍ତ
ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ନେତା ମନୋହର ଯୋଶୀଙ୍କ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ଗତ ବୁଧବାର ସେ ହୃଦଘାତର ଶିକାର ହୋଇଥିଲେ । ଏହାପରେ ତାଙ୍କୁ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଆଇସିୟୁରେ…