ରେଳ ଷ୍ଟେସନରୁ ୬୦ କେଜି ରୁପା ଅଳଙ୍କାର ଜବତ, ଜଣଙ୍କୁ ଅଟକ ରଖିଲା ଜିଏସଟି
ରାଉରକେଲା: ରାଉରକେଲା ରେଳ ଷ୍ଟେସନରୁ ୬୦ କେଜି ରୁପା ଅଳଙ୍କାର ଜବତ କଲା ଜିଆରପି l ରୁପା ଅଳଙ୍କାର ଜବତ ସହ ଜଣଙ୍କୁ ଅଟକ ରଖିଛି ଜିଆରପି l ଅଟକ ବ୍ୟକ୍ତି ଜଣଙ୍କ ହେଲେ ଚନ୍ଦନ କୁମାର। ରାଉରକେଲା ରେଳ ଷ୍ଟେସନରୁ ରାଞ୍ଚି ନେଇଯାଉଥିବା ବେଳେ ରୁପା ଅଳଙ୍କାର ସବୁକୁ ଜବତ କରିଛି ଜିଆରପି l ବିନା…