Latest Odisha News

BREAKING NEWS

Yearly Archives

2024

ଶଙ୍ଖ ଫୁଙ୍କିଲେ ଅନୁଗୁଳ ପୂର୍ବତନ କଂଗ୍ରେସ ଜିଲ୍ଲା ସଭାପତି ବିପ୍ଳବ ଜେନା

ଭୁବନେଶ୍ୱର:ବିଜେଡିରେ ସାମିଲ ହେଲେ ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ବିପ୍ଳବ ଜେନା।କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିଲେ। ଶଙ୍ଖ ଭବନରେ ପାରମ୍ପରିକ ନୃତ୍ୟ ବାଦ୍ୟରେ ଅନୁଷ୍ଠିତ ହୋଇଥିଲା ମିଶ୍ରଣ ପର୍ବ। ବିପ୍ଳବଙ୍କ ସହ ୧୫ଶହ କଂଗ୍ରେସ ନେତା ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି।…

ସାବାଡ ହେବେ ବାଲି ମାଫିଆ, ଏଣିକି ଅନଲାଇନରେ ବିକ୍ରି ହେବ ବାଲି

ମୁମ୍ବାଇ: ଥମୁନି ବାଲି ମାଫିଆଙ୍କ ରାଜୁତି। ଯାହାକୁ ରୋକିବା ପାଇଁ ନୂଆ ପଦକ୍ଷେପ ନେବାକୁ ସ୍ଥିର କରିଛନ୍ତି ମହାରାଷ୍ଟ୍ର ସରକାର। ରାଜ୍ୟରେ ବାଲି ମାଫିଆଙ୍କ ଉପଦ୍ରବ ରୋକିବା ପାଇଁ ଅନଲାଇନରେ ବାଲି ବିକ୍ରୟ କରିବାକୁ ନିଷ୍ପତ୍ତି ନିଆଯାଇଛି। 'ବିନା ଲାଭ ବିନା କ୍ଷତି'ରେ ଏହି ବିକ୍ରି ହେବ…

ସାହିତ୍ୟ ବିନା ଜୀବନ ରଙ୍ଗହୀନ : ଶିବଦୂତୀ ପାଣିଗ୍ରାହୀ

ଓଡ଼ିଆ ସାହିତ୍ୟ ଜଗତରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନଟିଏ ସଂରକ୍ଷିତ କରିସାରିଥିବା ଶିବଦୂତୀ ପାଣିଗ୍ରାହୀ ଜଣେ ଅନନ୍ୟ ପ୍ରତିଭା । ଗଳ୍ପ ଓ କବିତା ବିଭାଗରେ ତାଙ୍କ ଲେଖନୀ ଖୁବ ଚଳ-ଚଞ୍ଚଳ । ଓଡ଼ିଶାର ଅନେକ ପତ୍ର-ପତ୍ରିକାରେ ତାଙ୍କ ସାହିତ୍ୟ କୃତି ପ୍ରକାଶିତ । ବାଲ୍ୟକାଳରୁ ସାହିତ୍ୟ ପ୍ରତି…

ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ, ଫେବୃଆରୀ ୨୧ରୁ ଅନଲାଇନରେ…

ପୁରୀ: ଖୁବ ଶୀଘ୍ର ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ଭବ୍ୟ ଅନୁଭବ ପାଇବେ ଭକ୍ତ ଓ ତୀର୍ଥଯାତ୍ରୀ । ପୁରୀରେ ଗ୍ରୀନ ଫିଲ୍ଡ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି । ଏନେଇ ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଫେବୃଆରୀ ୨୧…

ଜଙ୍ଗଲରେ ପତ୍ର ତୋଳୁଥିବାବେଳେ ମହିଳାଙ୍କ ଦେହରେ ବାଜିଲା ଗୁଳି

ଗଞ୍ଜାମ: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଡ଼ିଗୋବା ଗ୍ରାମରେ ମହିଳାଙ୍କୁ ଗୁଳିମାଡ । ଗୁଳିମାଡ଼ରେ ସ୍ବପ୍ନା ସାହୁ ନାମକ ଜଣେ ମହିଳା ଗୁରୁତର ହୋଇଛନ୍ତି । ମହିଳାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯାଇଥିଲା । ପରେ…

କୃଷକ ସାଥୀଙ୍କ ଖର୍ଚ୍ଚ ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର:ଚାଷୀ ଭଉଣୀ ଭାଇମାନଙ୍କ ପାଇଁ ସରକାର ଆଣିଲେ ଖୁସି ଖବର। କୃଷକ ସାଥୀଙ୍କ ଖର୍ଚ୍ଚ ବଢାଇଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି। କେବଳ ସେତିକି ନୁହେଁ,…

ବିଜାପୁରରେ ପୁଣି ମାଓ ହିଂସା, ସିଏଏଫ୍‌ ଯବାନଙ୍କ ଗଳାକାଟି ହତ୍ୟା କଲେ ଲାଲବାହିନୀ

ମାଲକାନଗିରି: ପୁଣି ଲାଲବାହିନୀଙ୍କ ଲଙ୍କାକାଣ୍ଡ । ମାଲକାନଗିରି–ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଜଣେ ସିଏଏଫ୍‌ ଯବାନଙ୍କ ଗଳାକାଟି ହତ୍ୟା କରିଛନ୍ତି ଲାଲ୍‌ ବାହିନୀ । ହତ୍ୟାକାଣ୍ଡର ଶିକାର ହୋଇଥିବା ଯବାନ ଜଣକ ହେଲେ କମାଣ୍ଡର ତିଜାଓ ରାମ ଭୁଆର୍ଯ୍ୟ । ସେ ବିଜାପୁର ଜିଲ୍ଲା କୁଟୁରୁ…

ହଷ୍ଟେଲ ଛାତରୁ ପଡି ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ

ରାଉରକେଲାର: ହଷ୍ଟେଲ ଛାତରୁ ପଡି ଜଣେ ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ । ରାଉରକେଲାର ଜଗଦା ସ୍ଥିତ ଏକ ଘରୋଇ ଆଇଟିଆଇ ର ହଷ୍ଟେଲରେ ଘଟିଛି ଏହି ଦୁଃଖଦ ଘଟଣା । ମୃତ ଛାତ୍ର ଜଣକ ହେଲେ ଅତୁଲ୍ୟମ ଜୋଜୋ । ସେ ଆଇଟିଆଇର ପ୍ରଥମ ବର୍ଷର ଛାତ୍ର ଥିଲେ । ମୃତ ଛାତ୍ରଙ୍କ ଘର ହାତୀବାରି ବଂଶଯୋର ଗାଁରେ…

ସମାଧୀ ନେଲେ ଜୈନ ଗୁରୁ ଆଚାର୍ଯ୍ୟ ଶ୍ରୀ ବିଦ୍ୟାସାଗର ଜୀ ମହାରାଜ, ଟ୍ବିଟ୍ କରି ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ରାୟପୁର: ଜୈନ ଧର୍ମର, ଦିଗର ମୁନି ପରମ୍ପରାର ଆଚାର୍ଯ୍ୟ ଶ୍ରୀ ବିଦ୍ୟାସାଗର ଜୀ ମହାରାଜ ଦେହତ୍ୟାଗ କରିଛନ୍ତି । ସେ ଗତକାଲି ଅର୍ଥାତ୍ (ଫେବୃଆରୀ ୧୭) ବିଳମ୍ବିତ ରାତି ୨ ଟା ୩୫ରେ ଛତିଶଗଡ ଡୋଙ୍ଗରଗଡର ଚନ୍ଦ୍ରଗିରି ତିର୍ଥା ଠାରେ ସମାଧୀ ନେଇଛନ୍ତି । ଏହାପୂର୍ବରୁ ସେ ଆଚାର୍ଯ୍ୟ ପଦରୁ ଇସ୍ତଫା…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀ କାଟିଦେଲା ସ୍ୱାମୀର ବେକ

ବ୍ରହ୍ମପୁର: ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀ କାଟିଦେଲା ସ୍ୱାମୀର ବେକ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ବରିଗୁଡ଼ା ଗାଁରେ । ଆହତ ବ୍ୟକ୍ତି ଜଣଙ୍କ ହେଲେ ରୋହିତ ପାତ୍ର (୪୫) । ତାଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, ବରିଗୁଡା…