ରାଜ୍ୟସଭା ନିର୍ବାଚନ: ଗୁଜରାଟରୁ ଜେପି ନଡ୍ଡା ଓ ମହାରାଷ୍ଟ୍ରରୁ ଅଶୋକ ଚୌହାନଙ୍କୁ ବିଜେପି ଟିକେଟ
ଅହମ୍ମଦାବାଦ: ବିଜେପିର ବଡ ଘୋଷଣା । ଗୁଜରାଟରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟ ପ୍ରକାଶ ନଡ୍ଡା । ସେହିଭଳି ନିକଟରେ ଦଳରେ ଯୋଗଦେଇଥିବା ଅଶୋକ ଚୌହାନ ତାଙ୍କ ନିଜ ରାଜ୍ୟ ମହାରାଷ୍ଟ୍ରରୁ ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଛନ୍ତି ।
ସେହିଭଳି…