କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର, ବଢିଲା ବୋନସ୍
ସମ୍ବଲପୁର: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର । ବଢିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର । ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି । ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ସମ୍ବଲପୁର…