ହାତ ଧରିଲେ ଅଭିନେତା ମନୋଜ ମିଶ୍ର
ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଅଭିନେତା ମନୋଜ ମିଶ୍ର । ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ତଥା ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି । ଆଜି ସେ ଭୁବନେଶ୍ୱର ଆସି ହାତ ଧରିଛନ୍ତି ।
କଂଗ୍ରେସରେ ମିଶିବା ପରେ…