ଭିଜିଲାନ୍ସ ଜାଲରେ ଆର୍ଟିଓ ଡାଟା ଏଣ୍ଟ୍ରି ଅପରେଟର
ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଆର୍ଟିଓ କାର୍ଯ୍ୟାଳୟ ଡାଟା ଏଣ୍ଟ୍ରି ଅପରେଟର। ଗଞ୍ଜାମ ଜିଲ୍ଲା ଛତ୍ରପୁର ଆର୍ଟିଓ କାର୍ଯ୍ୟାଳୟ ଡାଟା ଏଣ୍ଟ୍ରି ଅପରେଟର ଗୌରହରି ପାଢ଼ୀଙ୍କୁ ମାଡି ବସିଲା ଭିଜିଲାନ୍ସ । ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଛି
୨୦୨୦ ଏପ୍ରିଲ…