ଚିଫ୍ ଇଲେକ୍ସନ କମିଶନର ନିଯୁକ୍ତି ପ୍ରସଙ୍ଗ: ଶୁଣାଣିରୁ ଓହରିଲେ ପ୍ରଧାନ ବିଚାରପତି
ନୂଆଦିଲ୍ଲୀ: ଦେଶର ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନର ନିଯୁକ୍ତି ସଂକ୍ରାନ୍ତ ଆଇନ ବିରୋଧରେ ହୋଇଥିବା ଆବେଦନର ଶୁଣାଣିରୁ ଓହରି ଯାଇଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନା। ପରବର୍ତ୍ତୀ ଶୁଣାଣି ଜାନୁଆରୀ ୬ରେ ହେବା ସହିତ ଏହା ପାଇଁ ଏକ ନୂଆ ବେଞ୍ଚ ଗଠିତ ହେବ।
୨…