ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ଓଡ଼ିଶା କୁଇଜ୍ ପ୍ରତିଯୋଗିତା
ଭୁବନେଶ୍ୱର : ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଠିତ ହେଉଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ତିନି ଦିନ ଧରି କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧାସ୍ଥିତ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ପ୍ରାଧ୍ୟାପକ ତଥା କୁଇଜ୍…