ଓଡ଼ିଆ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ଭାଷା ଆଇନ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହାରଥଙ୍କ ସମ୍ପାଦିତ ଏହି ପୁସ୍ତକରେ ୧୯୪୮ରୁ ୨୦୧୮ ପର୍ଯ୍ୟନ୍ତ ଓଡ଼ିଆ ଭାଷା ଆଇନର ଇତିହାସକୁ…