ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଜନତା ମଦନଠାରେ ଉଦଘାଟନ କରିଛନ୍ତି। ଓଡ଼ିଆ ଭାଷା ଓ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟକୁ ପାଳନ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ।
ରାଜ୍ୟ ସଙ୍ଗୀତ 'ବନ୍ଦେ ଉତ୍କଳ ଜନନୀ' ପରିବେଷଣ କରି…